ସେନା ପାଇଁ ୭୯,୦୦୦ କୋଟି ଟଙ୍କାର ପ୍ରତିରକ୍ଷା ସରଞ୍ଜାମ କିଣିବାକୁ ଅନୁମୋଦନ
ନୂଆଦିଲ୍ଲୀ,୨୩।୧୦: ଭାରତୀୟ ସେନାର ଶକ୍ତି ବୃଦ୍ଧି ପାଇଁ ଗୁରୁବାର ପ୍ରତିରକ୍ଷା ଅଧିଗ୍ରହଣ ପରିଷଦ ୭୯,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସାମରିକ ସାମଗ୍ରୀ କ୍ରୟକୁ ଅନୁମୋଦନ କରିଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବାୟୁସେନା, ନୌସେନା...


