ବେଆଇନ ଜଙ୍ଗଲ କାଟିବା ଅଭିଯୋଗରେ ୬ ଜଣଙ୍କୁ କୋର୍ଟ ଚାଲାଣ କଲା ବନବିଭାଗ ଲାଞ୍ଜିଗଡ଼,୧୭।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଦକ୍ଷିଣ ବନାଞ୍ଚଳ ବିଜେପୁର ସେକ୍ସସନରେ ବେଆଇନ ଜଙ୍ଗଲ କାଟିବା ଅଭିଯୋଗରେ ୬ ଜଣଙ୍କୁ କୋର୍ଟ ଚାଲାଣ କରିଛି ବିଜେପୁର ବନବିଭାଗ I ପୂର୍ବରୁ ଗଣମାଧ୍ୟମରେ ଖବର ପ୍ରକାଶ ପରେ...