ବାଥରୁମରେ ଦୁଇଥର ବେହୋସ ହୋଇଗଲେ ପୂର୍ବତନ ଉପରାଷ୍ଟ୍ରପତି, AIIMSରେ ଭର୍ତ୍ତି
ନୂଆଦିଲ୍ଲୀ,୧୨ା୧: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତ ସପ୍ତାହରେ ଦୁଇଥର ଅଚେତ ହେବା ପରେ ସୋମବାର ଦିଲ୍ଲୀର ଅଖିଳ ଭାରତୀୟ ଆୟୁର୍ବେଦିକ ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କର MRI କରାଯିବ।…
AIIMS ଗବେଷଣାରୁ ଖୁଲାସା: ପ୍ରତି ଦ୍ୱିତୀୟ ବୟସ୍କ ଲିଭର ରୋଗୀ ମଦ୍ୟପାନରେ ଆକ୍ରାନ୍ତ, ୨୦ ବର୍ଷରେ ଦୁଇଗୁଣା ହୋଇଛି ସଂଖ୍ୟା
ନୂଆଦିଲ୍ଲୀ,୭ା୨: ପ୍ରତ୍ୟେକ ଦ୍ୱିତୀୟ ବୟସ୍କ ଯକୃତ ରୋଗୀ ମଦ୍ୟପାନରେ ନିଶାଗ୍ରସ୍ତ। ଏମ୍ସ ଦ୍ୱାରା କରାଯାଇଥିବା ଏକ ଗବେଷଣାରେ ଏହା ପ୍ରକାଶ ପାଇଛି। ଗବେଷଣାରୁ ଜଣାପଡିଛି ଯେ ଗତ ୨୦ ବର୍ଷ ମଧ୍ୟରେ ମଦ୍ୟପାନ ଯୋଗୁଁ ଲିଭର ସିରୋସିସ୍ ହେଉଥିବା ରୋଗୀଙ୍କ ସଂଖ୍ୟା…
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ AIIMS ରେ ଭର୍ତ୍ତି
ନୂଆଦିଲ୍ଲୀ,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ମେଡିକାଲ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ୯୨ ବର୍ଷୀୟ ମନମୋହନଙ୍କୁ ଏମର୍ଜେନ୍ସି ବିଭାଗକୁ ଅଣାଯାଇଛି। ତେବେ କେଉଁ କାରଣରୁ ତାଙ୍କୁ ମେଡିକାଲରେ…
ସିପିଏମ ନେତା ସୀତାରାମ ୟେଚୁରୀ ଦିଲ୍ଲୀ ଏମ୍ସରେ ଭର୍ତ୍ତି
ନୂଆଦିଲ୍ଲୀ,୧୯।୮: ସିପିଏମ ନେତା ସୀତାରାମ ୟେଚୁରୀଙ୍କ ସ୍ୱାସ୍ଥ୍ୟବସ୍ଥା ଅଚାନକ ବିଗିଡିଯାଇଛି। ତୁରଂତ୍ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। କୁହାଯାଉଛି ଯେ, ପୂର୍ବରୁ ତାଙ୍କୁ ଏମର୍ଜେନ୍ସି ୱାର୍ଡରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଆଇସିୟୁକୁ ସିଫ୍ଟ କରାଯାଇଛି। ପିଟିଆଇ ରିପୋର୍ଟ ଅନୁଯାୟୀ ସୀତାରାମ…
ଟ୍ରେନି ମହିଳା ଡାକ୍ତରଙ୍କୁ ହତ୍ୟା ଘଟଣା: ରାସ୍ତାରେ ଡାକ୍ତରଙ୍କ ଓପିଡି ସେବା
ନୂଆଦିଲ୍ଲୀ,୧୯ା୮: ଦିଲ୍ଲୀ ନିର୍ମାଣ ଭବନ ସମ୍ମୁଖରେ ଡାକ୍ତରମାନେ ଅଭିନବ ପ୍ରତିବାଦ କରିଛନ୍ତି। କୋଲକାତାର ଆର୍ ଜି କର ମେଡିକାଲରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା କରାଯିବା ଘଟଣାକୁ ନେଇ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ତେବେ ଏନେଇ ଡାକ୍ତରମାନେ…
ଆତ୍ମହତ୍ୟା କଲେ ଏମ୍ସ ଡାକ୍ତର; ସ୍ତ୍ରୀଙ୍କ ସହିତ ଚାଲିଥିଲା ବିବାଦ
ନୂଆଦିଲ୍ଲୀ,୧୮।୮: ସମଗ୍ର ଦେଶରେ ଡାକ୍ତର ମାନଙ୍କର ଆନ୍ଦୋଳନ ଚାଲିଥିବା ବେଳେ ଦିଲ୍ଲୀ ଏମ୍ସର ଜଣେ ଡାକ୍ତର ଆତ୍ମହତ୍ୟା କରିଛନ୍ତି। ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ସୂଚନାନୁସାରେ, ମୃତ ଡାକ୍ତର ଜଣେ ନ୍ୟୁରୋ ସର୍ଜନ,…
Archives


