ଏୟାରପୋର୍ଟରୁ କଟିଗଲା ବିଜୁଳି, ଗରମରେ ଯାତ୍ରୀ ହନ୍ତସନ୍ତ ନୂଆଦିଲ୍ଲୀ, ୧୭।୬: ଦେଶର ରାଜଧାନୀ ଦିଲ୍ଲୀରେ ବିଜୁଳି ସମସ୍ୟା ଲାଗି ରହିଛି । ଏହାର ପ୍ରଭାବ ବିମାନ ବନ୍ଦରରେ ମଧ୍ୟ ଦେଖିବାକୁ ମିଳିଛି । ଦେଶର ଗୁରୁତ଼୍ବପୂର୍ଣ୍ଣ ଆନ୍ତର୍ଜାତିକ ଇନ୍ଦିରା ଗାନ୍ଧୀ ବିମାନ ବନ୍ଦରରେ ବିଜୁଳି ଚାଲିଯିବାରୁ ଯାତ୍ରୀମାନେ ପ୍ରବଳ...