ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍ଏପି-୪ ଲାଗୁହେଲା
ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍ସିଆର୍)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଲାଗି ଜରୁରୀ ପଦକ୍ଷେପ ସ୍ବରୂପ ଦିଲ୍ଲୀ କର୍ତ୍ତୃପକ୍ଷ ଗ୍ରେଡେଡ୍ ଆକ୍ସନ ରେସ୍ପନ୍ନ ପ୍ଲାନ୍...


