WPL ୨୦୨୬ ନିଲାମ ପୂର୍ବରୁ ୭ ବିଶ୍ୱକପ ଜିତିଥିବା ଖେଳାଳିଙ୍କୁ ଦଳରୁ ରିଲିଜ୍ କଲା ଦିଲ୍ଲୀ କ୍ୟାପିଟାଲ୍ସ
ନୂଆଦିଲ୍ଲୀ,୫।୧୧: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ନିଲାମ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ (DC) ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳର ଅଧିନାୟକ ତଥା ଅଷ୍ଟ୍ରେଲିଆର ଷ୍ଟାର୍ ଖେଳାଳି ମେଗ୍ ଲାନିଙ୍ଗ୍ଙ୍କୁ ରିଲିଜ୍ କରିବାକୁ ଫ୍ରାଞ୍ଚାଇଜ୍ ସ୍ଥିର କରିଛି। ଲାନିଙ୍ଗ୍...
ଦିଲ୍ଲୀ କ୍ୟାପିଟାଲ୍ସରେ ସଞ୍ଜୁ ସାମସନଙ୍କ ଏଣ୍ଟ୍ରି? କେବଳ ଏଇଠି ଅଟକିଛି ଡିଲ୍
ନୂଆଦିଲ୍ଲୀ,୧୫।୧୦: ଆଇପିଏଲ ୨୦୨୬ ସିଜନ ପୂର୍ବରୁ ସଞ୍ଜୁ ସାମସନ ଏବଂ ରାଜସ୍ଥାନ ରୟାଲ୍ସ ଦଳ ଚର୍ଚ୍ଚାକୁ ଆସିଛନ୍ତି। ରିପୋର୍ଟ ଅନୁଯାୟୀ, ସଞ୍ଜୁ ସାମସନ ଦଳ ପରିଚାଳନାକୁ ସ୍ପଷ୍ଟ ଭାବେ କହିଦେଇଛନ୍ତି ଯେ ସେ ପରବର୍ତ୍ତୀ ସିଜନ୍ ଦଳରେ ରହିବେ ନାହିଁ।...
IPL 2025: ଦିଲ୍ଲୀକୁ ହରାଇ ପ୍ଲେଅଫରେ ମୁମ୍ବାଇ ଇଣ୍ଡିଆନ୍ସ
ମୁମ୍ବାଇ, ୨୧।୫: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଆଇପିଏଲ ୨୦୨୫ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ୫୯ ରନରେ ଏକ ଦୃଢ଼ ବିଜୟ ହାସଲ କରି ପ୍ଲେଅଫରେ ଚତୁର୍ଥ ଓ ଅନ୍ତିମ ସ୍ଥାନ ସୁନିଶ୍ଚିତ କରିଛି। ଏହି ବିଜୟ ସହ ମୁମ୍ବାଇ...
ପଞ୍ଜାବ ମାଲିକାଣୀଙ୍କୁ ଝଟ୍କା ଦେଲା BCCI: PBKS vs DC ମ୍ୟାଚ୍କୁ ନେଇ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୧୩।୫: IPL 2025 ସ୍ଥଗିତ ହେବା ପୂର୍ବରୁ, ଧର୍ମଶାଳାରେ ଖେଳାଯାଉଥିବା ପଞ୍ଜାବ କିଙ୍ଗସ ବନାମ ଦିଲ୍ଲୀ କ୍ୟାପିଟାଲ୍ସ ମ୍ୟାଚ ବନ୍ଦ କରିଦିଆଯାଇଥିଲା। ଏହି ମ୍ୟାଚ୍ରେ ପଞ୍ଜାବ କିଙ୍ଗ୍ସ ପ୍ରଥମେ ବ୍ୟାଟିଂ କରୁଥିଲା ଏବଂ ଯେତେବେଳେ ମ୍ୟାଚ ବନ୍ଦ ହୋଇଥିଲା, ସେମାନଙ୍କର...
IPLରେ ପ୍ରଥମ ଦଳ ଭାବେ ଏମିତି କାରନାମା କଲା ଦିଲ୍ଲୀ କ୍ୟାପିଟାଲ୍ସ
ନୂଆଦିଲ୍ଲୀ,୧୭।୪: Ipl 2025ରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଏକ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଖେଳାଯାଇଛି। ଏହି ମ୍ୟାଚ୍ରେ ଦିଲ୍ଲୀ ସୁପର ଓଭରରେ ରାଜସ୍ଥାନକୁ ପରାସ୍ତ କରିଥିଲା। ଏହା ସୁପର ଓଭରରେ ଦିଲ୍ଲୀର ଚତୁର୍ଥ...
ଦିଲ୍ଲୀର ବିଜୟ ପରେ କେଏଲ ରାହୁଲଙ୍କ ସେଲିବ୍ରେସନ ଦେଖି ତାଜୁବ RCB ଖେଳାଳି
ବେଙ୍ଗାଲୁରୁ,୧୧ା୪: ଦିଲ୍ଲୀ କ୍ୟାପିଟାଲ୍ସ ଗୁରୁବାର ଏମ୍ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ଚମତ୍କାର ବିଜୟ ହାସଲ କରିଛି। ବିଜୟ ସହିତ ଚଳିତ ଆଇପିଏଲରେ ସେମାନଙ୍କର ଅପରାଜେୟ ଧାରା ଜାରି ରଖିଛି। ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇ...
କିଏ ସେହି ଆଶୁତୋଷ ଶର୍ମା, ଯିଏ ଲକ୍ଷ୍ନୌ ବିପକ୍ଷରେ ପଲଟାଇଦେଲେ ବାଜି
ବିଶାଖାପାଟନମ୍,୨୫।୩: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଥିବା ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟସମ୍ୟାନ ଆଶୁତୋଷ ଶର୍ମା ପୁଣି ଥରେ ଆଇପିଏଲରେ ନିଜର ଶକ୍ତି ଦେଖାଇଛନ୍ତି। ଆଶୁତୋଷ ଗତବର୍ଷ ଲକ୍ଷ୍ନୌ ବିପକ୍ଷରେ ସମାନ ଇନିଂସ ଖେଳିଥିଲେ। ଆଶୁତୋଷ ୩୧ ବଲ୍ରେ ୫...
IPL 2025: ଅକ୍ଷର ପଟେଲ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ
ମୁମ୍ବାଇ,୧୪ା୩: ଆଇପିଏଲ ୨୦୨୫ ପାଇଁ ଅକ୍ଷର ପଟେଲଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)ର ଅଧିନାୟକ ନିଯୁକ୍ତ କରାଯାଇଛି। ସେ ୨୦୧୯ ମସିହାରୁ ଦିଲ୍ଲୀ ସହିତ ଅଛନ୍ତି ଏବଂ ଗତ ନଭେମ୍ବରରେ ମେଗା ନିଲାମ ପୂର୍ବରୁ ୧୬.୫୦ କୋଟି ଟଙ୍କାରେ ସେମାନଙ୍କର ସର୍ବାଧିକ ରିଟେନ୍ସନ୍...
ଗାଭାସ୍କର କହିଲେ ଟଙ୍କା ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଛାଡିଛନ୍ତି ଋଷଭ ପନ୍ତ
ନୂଆଦିଲ୍ଲୀ,୧୯।୧୧: ଆଇପିଏଲ ୨୦୨୫ ପାଇଁ ହେବାକୁ ଥିବା ନିଲାମୀ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ଏହାର ରିଟେନସନ୍ ତାଲିକା ଜାରି କରିଛି। ଏଥିରେ ଦଳର ପୂର୍ବତନ ଅଧିନାୟକ ଋଷଭ ପନ୍ତଙ୍କ ନାମ ନଥିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ତେବେ କେଉଁ କାରଣରୁ...
ଆଇପିଏଲ ମେଗା ନିଲାମୀରେ ସାମିଲ ହେବେ ଋଷଭ ପନ୍ତ! ଆରସିବିରେ ସାମିଲ କରିବାକୁ ବିରାଟ ଆଗ୍ରହୀ
ନୂଆଦିଲ୍ଲୀ,୨୪।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଆଗାମୀ ସିଜିନ୍ ପାଇଁ ଖୁବଶୀଘ୍ର ମେଗା ନିଲାମ ହେବାକୁ ଯାଉଛି। ରିପୋର୍ଟ ଅନୁସାରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ତଥା ଭାରତୀୟ ଦଳର ଷ୍ଟାର ଉଇକେଟ ବ୍ୟାଟର ଋଷଭ ପନ୍ତ ନିଲାମୀରେ ସାମିଲ ହୋଇପାରନ୍ତି।...
ଦିଲ୍ଲୀ କ୍ୟାପିଟାଲ୍ସ ଛାଡ଼ିପାରନ୍ତି ଋଶଭ ପନ୍ତ! ଏହି ଦଳରେ ଯୋଗଦେଇପାରନ୍ତି
ନୂଆଦିଲ୍ଲୀ, ୨୦ା୭: ଭାରତୀୟ କ୍ରିକେଟ୍ ଦଳର ୱିକେଟ୍ କିପର ବ୍ୟାଟର ଋଷଭ ପନ୍ତ ଆଇପିଏଲ୍ ୨୦୨୫ ପୂର୍ବରୁ ଘରୋଇ ଟିମ୍ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଛାଡ଼ିପାରନ୍ତି। ଦୈନିକ ଜାଗରଣ ରିପୋର୍ଟ ଅନୁଯାୟୀ ଟିମ୍ ନିର୍ଦ୍ଦେଶକ ସୌରଭ ଗାଙ୍ଗୁଲିଙ୍କ ସମର୍ଥନ ସତ୍ତ୍ୱେ ଡିସି...
ଋଷଭ ପନ୍ତ ଗୋଟିଏ ମ୍ୟାଚ୍ ନିଲମ୍ବିତ, ବଡ଼ ମ୍ୟାଚ୍ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ଝଟକା
ନୂଆଦିଲ୍ଲୀ,୧୧।୫: ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚରେ ମନ୍ଥର ଓଭର ହାର ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଋଷଭ ପନ୍ତଙ୍କୁ ଗୋଟିଏ ମ୍ୟାଚ୍ ନିଲମ୍ବନ ଏବଂ ୩୦ ଲକ୍ଷ ଟଙ୍କା ଜୋରିମାନା କରାଯାଇଛି। ଏହି ସିଜିନରେ ଦିଲ୍ଲୀର ଏହା ତୃତୀୟ ଅପରାଧ...
Archives


