ଦିଲ୍ଲୀ କ୍ୟାପିଟାଲ୍ସ ଛାଡ଼ିପାରନ୍ତି ଋଶଭ ପନ୍ତ! ଏହି ଦଳରେ ଯୋଗଦେଇପାରନ୍ତି
ନୂଆଦିଲ୍ଲୀ, ୨୦ା୭: ଭାରତୀୟ କ୍ରିକେଟ୍ ଦଳର ୱିକେଟ୍ କିପର ବ୍ୟାଟର ଋଷଭ ପନ୍ତ ଆଇପିଏଲ୍ ୨୦୨୫ ପୂର୍ବରୁ ଘରୋଇ ଟିମ୍ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଛାଡ଼ିପାରନ୍ତି। ଦୈନିକ ଜାଗରଣ ରିପୋର୍ଟ ଅନୁଯାୟୀ ଟିମ୍ ନିର୍ଦ୍ଦେଶକ ସୌରଭ ଗାଙ୍ଗୁଲିଙ୍କ ସମର୍ଥନ ସତ୍ତ୍ୱେ ଡିସି...
ଋଷଭ ପନ୍ତ ଗୋଟିଏ ମ୍ୟାଚ୍ ନିଲମ୍ବିତ, ବଡ଼ ମ୍ୟାଚ୍ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ଝଟକା
ନୂଆଦିଲ୍ଲୀ,୧୧।୫: ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚରେ ମନ୍ଥର ଓଭର ହାର ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଋଷଭ ପନ୍ତଙ୍କୁ ଗୋଟିଏ ମ୍ୟାଚ୍ ନିଲମ୍ବନ ଏବଂ ୩୦ ଲକ୍ଷ ଟଙ୍କା ଜୋରିମାନା କରାଯାଇଛି। ଏହି ସିଜିନରେ ଦିଲ୍ଲୀର ଏହା ତୃତୀୟ ଅପରାଧ...
ହାଇସ୍କୋରିଂ ମ୍ୟାଚ୍ରେ କ୍ୟାପିଟାଲ୍ସ ବିଜୟୀ
ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍ରେ ଶନିବାର ଅନୁଷ୍ଠିତ ଡବଲ୍ ହେଡରର ହାଇସ୍କୋରିଂ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୪ ଉଇକେଟରେ ୨୫୭ ରନ୍...
ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ
ଅହମଦାବାଦ,୧୭ା୪: ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ)ରେ ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇ ତୃତୀୟ ବିଜୟ ହାସଲ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ ବ୍ୟାଟିଂ କରି ଟାଇଟନ୍ସ ୧୭.୩ ଓଭରରେ ୮୯ ରନ୍ରେ ଅଲଆଉଟ ହୋଇଥିଲା। ଜବାବରେ ଦିଲ୍ଲୀ କ୍ୟାପିଟାଲ୍ସ ୮.୫...
IPL 2024: ବିଜୟରୁ ସିଜିନ୍ ଆରମ୍ଭ କଲା ପଞ୍ଜାବ କିଙ୍ଗସ୍, ପ୍ରତ୍ୟାବର୍ତ୍ତନରେ ଋଷଭଙ୍କ ହାତରେ ଲାଗିଲା ପରାଜୟ
ନୂଆଦିଲ୍ଲୀ,୨୩।୩: ଚଣ୍ଡିଗଡ଼ର ମହାରାଜା ଯାଦବିନ୍ଦ୍ର ସିଂ ଷ୍ଟାଡିୟମରେ ଖେଳା ଯାଉଥିବା ଆଇପିଏଲ୍ ୨୦୨୪ ର ଦ୍ୱିତୀୟ ମ୍ୟାଚରେ ବିଜୟୀ ହୋଇଛି ପଞ୍ଜାବ କିଙ୍ଗସ୍। ପଞ୍ଜାବ କିଙ୍ଗ୍ସର ଅଧିନାୟକ ଶିଖର ଧାୱନ ଟସ୍ ଜିତି ଦିଲ୍ଲୀ କ୍ୟାପିଟାଲ୍ସକୁ ପ୍ରଥମେ ବ୍ୟାଟିଂ କରିବାକୁ...
ଆରସିବି ଟ୍ରଫି ‘ମରୁଡ଼ି’ ଶେଷ କଲା ମହିଳା ଟିମ୍, ପ୍ରଥମ ଥର ପାଇଁ ଜିତିଲା ଟାଇଟଲ୍
ଭୁବନେଶ୍ୱର,୧୭।୩: ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଚମତ୍କାର ପ୍ରଦର୍ଶନ ସହିତ ମହିଳା ପ୍ରିମିୟର ଲିଗ୍ (ଡବ୍ଲୁପିଏଲ୍) ୨୦୨୪ ଟାଇଟଲ୍ ଜିତିଛି। ଟୁର୍ଣ୍ଣାମେଣ୍ଟର ଅନ୍ତିମ ମ୍ୟାଚ୍ ରବିବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ...
ଓମେନ୍ସ ପ୍ରିମିୟର ଲିଗ୍: ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସ
ନୂଆଦିଲ୍ଲୀ,୧୩ା୩: ଓମେନ୍ସ ପ୍ରିମିୟର ଲିଗ୍ର ଦ୍ୱିତୀୟ ସଂସ୍କରଣର ଫାଇନାଲରେ ପ୍ରବେଶ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ଗୁଜରାଟ ଜାଏଣ୍ଟ୍ସ ବିପକ୍ଷ ମ୍ୟାଚ୍କୁ ୭ ଉଇକେଟରେ ଜିତିବା ସହିତ ଦିଲ୍ଲୀ କ୍ୟାପିଟାଲ୍ସ କ୍ରମାଗତ ସିଜନରେ ଫାଇନାଲରେ ପ୍ରବେଶ କରିଛି। ଟସ୍ ଜିତି ପ୍ରଥମେ...
ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ବଡ଼ ଖବର, ଆଇପିଏଲ୍ ୨୦୨୪ ଖେଳିବାକୁ ଋଷଭ ପନ୍ତଙ୍କୁ ମିଳିଲା ଗ୍ରୀନ୍ ସିଗନାଲ
ନୂଆଦିଲ୍ଲୀ,୧୦।୩: ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଅଧିନାୟକ ଋଷଭ ପନ୍ତଙ୍କୁ ବେଙ୍ଗାଲୁରୁର ଜାତୀୟ କ୍ରିକେଟ୍ ଏକାଡେମୀ (ଏନସିଏ) ରୁ ଗ୍ରୀନ୍ ସିଗନାଲ ମିଳିଛି। ଅର୍ଥାତଋଷଭ ଏବେ ମ୍ୟାଚ୍ ଖେଳିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ମିଡ଼ିଆ ରିପୋର୍ଟ ଅନୁଯାୟୀ ଏନସିଏ ଋଷଭଙ୍କୁ ସମ୍ପୂର୍ଣ୍ଣ ଫିଟ୍...
ହାତକୁ ଦି’ ହାତ ହେଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୮।୨: ଦିଲ୍ଲୀ କ୍ୟାପିଟାଲ୍ସର ବୋଲର ପ୍ରବୀଣ ଦୁବେ ବିବାହ କରିଛନ୍ତି। ସେ ଏହି ସୂଚନା ସୋସିଆଲ ମିଡିଆ ମାଧ୍ୟମରେ ଶେୟାର କରିଛନ୍ତି। ଦିଲ୍ଲୀ କ୍ୟାପିଟାଲ୍ଲ୍ସ ମଧ୍ୟ ପ୍ରବୀଣଙ୍କୁ ତାଙ୍କ ବିବାହରେ ଅଭିନନ୍ଦନ ଜଣାଇଛନ୍ତି। ଦଳ ଇନଷ୍ଟାଗ୍ରାମରେ ତାଙ୍କ ଫଟୋ ଶେୟାର...
Archives


