ସୁଟକେସ୍ରୁ ମିଳିଲା ୯ ବର୍ଷର ନାବାଳିକାଙ୍କ ମୃତଦେହ, ଆଘାତ କହୁଛି ବଳାତ୍କାର ପରେ ହତ୍ୟାର ନିର୍ମମ କାହାଣୀ… ନୂଆଦିଲ୍ଲୀ,୮।୬: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ଏକ ଅତ୍ୟନ୍ତ ଲଜ୍ଜାଜନକ ଘଟଣା ଘଟିଛି। ଉତ୍ତର ପୂର୍ବ ଦିଲ୍ଲୀର ଦୟାଲପୁର ଥାନା ଅନ୍ତର୍ଗତ ନେହେରୁ ବିହାରରେ ଜଣେ ୯ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଛି। ଏକ ବନ୍ଦ ଘର ଭିତରୁ…