ସ୍ୱାମୀ ସ୍ତ୍ରୀ’ଙ୍କ କଳିରେ ମୁଣ୍ଡ ପୁରାଇ ଜୀବନ ହରାଇଲେ ବୃଦ୍ଧା ନୂଆଦିଲ୍ଲୀ,୧୫ା୧୧: ସ୍ତ୍ରୀ’କୁ ଅମାନୁଷିକ ମାଡ଼ ମାରୁଥିଲେ ବ୍ୟକ୍ତି, ଝଗଡା ସମାଧାନ କରିବାକୁ ଯାଇ ଜୀବନ ହରାଇଲେ ବୃଦ୍ଧା। ବୁଧବାର ଏପରି ଏକ ଅଭାବନୀୟ ଘଟଣା ଘଟିଛି ଦିଲ୍ଲୀର ମୁକୁନ୍ଦପୁର ଅଞ୍ଚଳରେ। ପିଡୀତ ରଣ ସିଂହଙ୍କ ବୟସ ୬୦ ହୋଇଥିବା ବେଳେ ଅଭିଯୁକ୍ତ…