Tag Archives: Delhi high court

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ ଦାସଙ୍କୁ ଏକ ମାମଲାରେ ନୋଟିସ ଜାରି କରିଛନ୍ତି। ଜଣେ ମହିଳାଙ୍କ ଆବେଦନ ଉପରେ…

ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ମାଗିଲେ ଏସବୁ ରିପୋର୍ଟ

ନୂଆଦିଲ୍ଲୀ,୨୧ା୭: ଅନଶନରତ ଆକ୍ଟିଭିଷ୍ଟ ସୋନମ୍‌ ଓ୍ବାଙ୍ଗ୍‌ଚୁକ୍‌ଙ୍କୁ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ପାଇଁ ତାଙ୍କ ସ୍ତ୍ରୀ ଗୀତାଞ୍ଜଳି ଆଙ୍ଗ୍‌ମୋ କରିଥିବା ଆବେଦନ ଉପର ଦିଲ୍ଲୀ ହାଇକୋର୍ଟ ସୋମବାର ସଫଦରଜଙ୍ଗ ହସ୍ପିଟାଲକୁ ଓ୍ବାଙ୍ଗ୍‌ଚୁକ୍‌ଙ୍କ ସମସ୍ତ ପାଥୋଲୋଜିକାଲ ରିପୋର୍ଟ ଏବଂ ସ୍ବାସ୍ଥ୍ୟାବସ୍ଥା ରିପୋର୍ଟ ମାଗିଛନ୍ତି। ମୁଖ୍ୟ…

ସୋନମ ଓ୍ବାଙ୍ଗଚୁକଙ୍କ ସ୍ତ୍ରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ: ଅଭିଯୋଗ ଆଣି କହିଲେ ପରିବାର ଇଚ୍ଛା ବିରୋଧରେ…

ନୂଆଦିଲ୍ଲୀ,୧୯ା୭: ବିଶିଷ୍ଟ ଶିକ୍ଷାବିତ୍‌ ତଥା ପରିବେଶବିତ୍‌ ସୋନମ ଓ୍ବାଙ୍ଗଚୁକଙ୍କ ସ୍ତ୍ରୀ ଗୀତାଞ୍ଜଳି ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସଫଦରଜଙ୍ଗ ହସ୍ପିଟାଲରୁ ଘରୋଇ ମେଡିକାଲକୁ ସ୍ଥାନାନ୍ତର ପାଇଁ ଗୀତାଞ୍ଜଳି ଆବେଦନ କରିଛନ୍ତି। ପରିବାର ଇଚ୍ଛା ବିରୋଧରେ ଚିକିତ୍ସା ହେଉଥିବା ଗୀତାଞ୍ଜଳି ଅଭିଯୋଗ କରିଛନ୍ତି।…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି ମାମଲାରେ ତାଙ୍କ ଦୋଷୀ ସାବ୍ୟସ୍ତ ଏବଂ ଦଣ୍ଡକୁ ବଜାୟ ରଖିଛନ୍ତି। ତାଙ୍କୁ ଏବେ…

ଟେଲିଗ୍ରାମକୁ ବଡ଼ ଝଟକା; ଜୁନ ୨୨ପର୍ଯ୍ୟନ୍ତ ଲାଗୁ ହେବ ନିଷେଧ, ଆବେଦନ ଖାରଜ

ନୂଆଦିଲ୍ଲୀ,୧୯।୬: ଦିଲ୍ଲୀ ହାଇକୋର୍ଟ ଆପ ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ପ୍ରତିବନ୍ଧକକୁ ଚ୍ୟାଲେଞ୍ଜ କରି ଟେଲିଗ୍ରାମର ଆବେଦନକୁ ଖାରଜ କରିଦେଇଛନ୍ତି। NEET-UG ପୁନଃପରୀକ୍ଷା ପୂର୍ବରୁ ଜୁନ ୨୨ ପର୍ଯ୍ୟନ୍ତ ପ୍ଲାଟଫର୍ମକୁ ଅସ୍ଥାୟୀ ଭାବରେ ନିଷେଧ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ…

Delhi High Court on Telegram: ‘ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରାଯାଏ ଟେଲିଗ୍ରାମ’

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀ ହାଇକୋର୍ଟ ସିଧାସଳଖ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମକୁ ପଚାରିଛନ୍ତି ଯେ ଏହାର ପ୍ଲାଟଫର୍ମର ପ୍ରକୃତ-ସମୟରେ ନଜର ରଖିବା ପାଇଁ କ’ଣ ବ୍ୟବସ୍ଥା ଅଛି। କୋର୍ଟ ଜାଣିବାକୁ ଚାହୁଁଛନ୍ତି ଯେ ପରୀକ୍ଷା ପତ୍ର ଲିକ ହେବା ଭଳି ଜଟିଳ ପରିସ୍ଥିତିରେ ବେଆଇନ…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା ଲଗାଇଛନ୍ତି। ସାନିଟାରୀୱେର୍ ବ୍ରାଣ୍ଡ ‘ହିନ୍ଦୱେର୍’ (Hindware) ଦ୍ୱାରା ଦାୟର କରାଯାଇଥିବା ଏହି ମାମଲାରେ…

Asian Gamesରୁ ବାଦ ପଡ଼ିଲେ ଭିନେଶ ଫୋଗଟ: WFIକୁ ହାଇକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୨।୫: ଶୁକ୍ରବାର (୨୨ ମଇ) ଦିଲ୍ଲୀ ହାଇକୋର୍ଟ ରେସଲର ଭିନେଶ ଫୋଗଟଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାରଙ୍କୁ ତାଙ୍କ ମାମଲା ଯାଞ୍ଚ ଏବଂ ମୂଲ୍ୟାଙ୍କନ ପାଇଁ ଏକ ବିଶେଷଜ୍ଞ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ ଏହା…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ ତାଙ୍କୁ ମାର୍ଚ୍ଚ ୧୮ ପର୍ଯ୍ୟନ୍ତ ଜାମିନ ପ୍ରଦାନ କରିଛନ୍ତି।…

ବନ୍ଧୁତା ବଳାତ୍କାର ପାଇଁ ଲାଇସେନ୍ସ ନୁହେଁ: ଜାମିନ ଆବେଦନ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୨୩ା୧୦: ଜଣେ ୧୭ ବର୍ଷୀୟ ନାବାଳିକାକୁ ବାରମ୍ବାର ବଳାତ୍କାର କରିଥିବା ଅଭିଯୋଗରେ ଜଣେ ଯୁବକର ଆଗୁଆ ଜାମିନ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। କୋର୍ଟ କହିଛନ୍ତି ଯେ କାହା ସହିତ ବନ୍ଧୁତା ରଖିବା ବଳାତ୍କାର, ଅଟକ ରଖିବା କିମ୍ବା ଶାରୀରିକ…

ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହେଲେ ଐଶ୍ୱର୍ଯ୍ୟା ରାୟ ବଚନ

ନୂଆଦିଲ୍ଲୀ,୯।୯: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଅନୁମତି ବିନା ବାଣିଜି୍ୟକ ଲାଭ ପାଇଁ ଫଟୋଗ୍ରାଫ ଇତ୍ୟାଦି ବ୍ୟବହାର କରିଥିବା କମ୍ପାନୀ ବିରୋଧରେ ଅଭିନେତ୍ରୀ ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଏକ ଆବେଦନ ଦାଖଲ କରି, ଐଶ୍ୱର୍ଯ୍ୟା ତାଙ୍କ ବ୍ୟକ୍ତିତ୍ୱ ଅଧିକାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?