JEE ଆଡ୍ଭାନ୍ସଡ ରେଜଲ୍ଟ ପ୍ରକାଶ, ଶୁଭମ କୁମାର ଟପ୍ପର ନୂଆଦିଲ୍ଲୀ,୧ା୬: ୨୦୨୬ JEE ଆଡ୍ଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ଦିଲ୍ଲୀ ଜୋନ୍ରୁ ଶୁଭମ କୁମାର ଟପ୍ପର ହୋଇଛନ୍ତି। ସେ ମୋଟ୍ ୩୬୦ରୁ ୩୩୦ ନମ୍ବର ରଖି ଏହି ସଫଳତା ହାସଲ କରିଛନ୍ତି। ସେହିପରି ଆରୋହୀ ଦେଶପାଣ୍ଡେ ଏହି ପରୀକ୍ଷାରେ ମହିଳା…