୧,୪୦୦ କି.ମି. ଯାଇ ଦିଲ୍ଲୀ ପ୍ରଫେସରଙ୍କୁ ହତ୍ୟା କରିଥିଲେ ପଶ୍ଚିମବଙ୍ଗ ଦମ୍ପତି ନୂଆଦିଲ୍ଲୀ,୮ା୬: ଦିଲ୍ଲୀ ୟୁନିଭର୍ସିଟିର ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା ଦେବୋସ୍ମିତା ପଲ୍ଙ୍କୁ ଗତ ବୁଧବାର ପୂର୍ବ ଦିଲ୍ଲୀର ବସୁନ୍ଧରା ଏନ୍କ୍ଲେଭସ୍ଥିତ ସତ୍ୟମ ଆପାର୍ଟମେଣ୍ଟରେ ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡ ସହ ଜଡ଼ିତ ପଶ୍ଚିମବଙ୍ଗର ଏକ ଦମ୍ପତିଙ୍କୁ ରବିବାର ଗିରଫ…