ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି ପଡ଼ିଛି। ଏହି ଭୁଶୁଡ଼ିବା ଘଟଣାରେ ଅଭିଯୁକ୍ତ ମାଲିକ ହରିରାମ ଏବଂ ଅନ୍ୟମାନଙ୍କ ବିରୁଦ୍ଧରେ…