Tag Archives: Delhi

ପ୍ରଦୂଷଣରେ ଅଣନିଃଶ୍ୱାସୀ ଦିଲ୍ଲୀ, GRAP-2 କଟକଣା ଲାଗୁ; ଜାଣନ୍ତୁ କ’ଣ ରହିବ ବନ୍ଦ

ନୂଆଦିଲ୍ଲୀ, ୨।୧୧: ଦିଲ୍ଲୀ-NCRରେ ଲଗାତାର ବଢ଼ୁଥିବା ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ୨ ନଭେମ୍ବର ୨୦୨୬ରୁ ତତ୍କାଳ ପ୍ରଭାବରେ GRAPର ଦ୍ୱିତୀୟ ପର୍ଯ୍ୟାୟ (Stage-II) ଅଧୀନରେ ଆବଶ୍ୟକ ସମସ୍ତ…

୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୧: ସୋମବାରଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଆଜି ସନ୍ଧ୍ୟା ୬ଟାରେ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଏହି ଗସ୍ତ ସମୟରେ ସେ ଭାରତ ନବୀକରଣଯୋଗ୍ୟ ଶକ୍ତି ସମ୍ମିଳନୀରେ ଯୋଗ ଦେବେ। ଏହି ସମ୍ମିଳନୀରେ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ଟ୍ରାଫିକ ଆଡଭାଇଜରି ଜାରି କରିଛି। ପୁଣିଥରେ ପ୍ରଦର୍ଶନ ହେବାର ସମ୍ଭାବନା ଥିବାରୁ ଜନ୍ତରମନ୍ତର…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଏହି ବିକ୍ଷୋଭ ଆୟୋଜନ କରାଯାଉଛି; ତେବେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି ଭୋଟରଙ୍କ ମଧ୍ୟରୁ ୪୭ ଲକ୍ଷରୁ ଊର୍ଦ୍ଧ୍ୱ ବାଦ୍‌ ପଡ଼ିଛନ୍ତି। ପ୍ରତି ୩ ଜଣ…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ ଚେନ୍ନାଇ, ମାଦୁରାଇ, ଏର୍ଣ୍ଣାକୁଲମ ଏବଂ ଗୁଆହାଟୀକୁ ମଧ୍ୟ ପିଆଜ ଯୋଗାଣ ପଠାଯାଉଛି। କେନ୍ଦ୍ର…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିନାହାନ୍ତି। ଏହାକୁ ନେଇ ଆସନ୍ତା ୫ ସେପ୍ଟେମ୍ବର ୨୦୨୬ରେ…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ ଅନୁଭବ ହୋଇଥିବା ସୂଚନା ମିଳିଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ,…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି ଯେ ଯୁବବର୍ଗଙ୍କ ଭବିଷ୍ୟତ ସହିତ ଖେଳୁଥିବା କୌଣସି ବ୍ୟକ୍ତିଙ୍କୁ ଛଡାଯିବ ନାହିଁ। ପ୍ରଧାନମନ୍ତ୍ରୀ…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ। CJP ଅଭିଯୋଗ କରିଛି ଯେ ପ୍ରଦର୍ଶନ ସ୍ଥଳ ନିକଟରେ ଇଣ୍ଟରନେଟ ସେବା ବନ୍ଦ…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା ପ୍ରତିବାଦରେ ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ…

ରାଜନୀତିରେ ହଲଚଲ: କେବଳ ଧର୍ମେନ୍ଦ୍ର ପ୍ରଧାନ ନୁହଁନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ମାମଲାକୁ ନେଇ ଦେଶବ୍ୟାପୀ ଜାରି ରହିଥିବା ପ୍ରତିବାଦ ମଧ୍ୟରେ କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଏହି ପ୍ରସଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?