Tag Archives: Delhi

CJPର ଆନ୍ଦୋଳନ ପରେ ଆସିଲା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ବୟାନ: NEET ପେପର ଲିକ୍‌ ଉପରେ କହିଲେ-ଦୋଷୀଙ୍କୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ସଂସଦ ମାର୍ଚ୍ଚ ପରେ ନିଟ୍‌ (NEET) ପେପର ଲିକ୍‌ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଏନଡିଏ (NDA) ସଂସଦୀୟ ଦଳର ବୈଠକରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଯୁବବର୍ଗଙ୍କ ଭବିଷ୍ୟତ…

ଅଧାରୁ ଫେରିଲା ଏୟାର ଇଣ୍ଡିଆ ବିମାନ, ୩ ଘଣ୍ଟା ଉଡ଼ାଣ ପରେ…

ନୂଆଦିଲ୍ଲୀ,୨୭ା୫: ଯାନ୍ତ୍ରିକ ତ୍ରୁଟି ପାଇଁ ଅଧାରୁ ଫେରିଆସିଲା ଏୟାର ଇଣ୍ଡିଆ ବିମାନ। ସାନ ଫ୍ରାନ୍ସିସ୍କୋ ଯାଉଥିଲା ବେଳେ ଫେରି ଆସିଲା। ୩ ଘଣ୍ଟା ଉଡ଼ାଣ କରି ସାରି ଷ୍ଟାଣ୍ଡାର୍ଡ ସେଫ୍ଟି ପ୍ରୋଟୋକଲ ପାଇଁ ଦିଲ୍ଲୀ ଫେରି ଆସିଲା। ବିମାନରେ ୨୩୦ ଯାତ୍ରୀ…

ଦିଲ୍ଲୀର ବିବେକ ବିହାରରେ ୪ ମହଲା କୋଠାରେ ଅଗ୍ନିକାଣ୍ଡ, ୯ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ,୩।୫: ଶନିବାର ରାତିରେ ଦିଲ୍ଲୀର ଶାହଦରାର ବିବେକ ବିହାର ଅଞ୍ଚଳରେ ଏକ ଚାରି ମହଲା ବିଶିଷ୍ଟ ଆବାସିକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡ ଯୋଗୁ ପୋଡ଼ିଯିବା ଏବଂ ଧୂଆଁ ଶ୍ୱାସରୁଦ୍ଧ ହେବା ଯୋଗୁ ନଅ ଜଣ ପ୍ରାଣ ହରାଇଥିଲେ। ଅଗ୍ନିଶମ…

ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର,୫ା୩: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। ତାଙ୍କର ହୃଦ୍‌ରୋଗ ସମସ୍ୟା ଥିବାରୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ଡାକ୍ତରମାନେ ତାଙ୍କର ଆଞ୍ଜିଓଗ୍ରାଫି କରିଥିବାବେଳେ ଅନ୍ୟ ଚିକିତ୍ସା ବି କରିଥିଲେ। ତେବେ ଡାକ୍ତରଙ୍କ ପରାମର୍ଶ କ୍ରମେ ଅଧିକ…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ୪ଟି ଆସନରେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର ସାଂଗଠନିକ ସ୍ଥିତି ଓ ସମନ୍ବୟ ଉପରେ ଆଲୋଚନା କରିଛନ୍ତି। ବୈଠକ ପରେ ମୁଖ୍ୟମନ୍ତ୍ରୀ…

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ କୋହଲିଙ୍କ ଅନୁପସ୍ଥିତିରେ ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଦିଲ୍ଲୀ ଦଳ ଓଡ଼ିଶାର ଶାଣିତ ବୋଲିଂ ଆଗରେ…

”ପ୍ରଦୂଷଣ ହ୍ରାସ ଅସମ୍ଭବ”, ସାଧାରଣ ଲୋକଙ୍କୁ କ୍ଷମା ମାଗିଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୧୬।୧୨: ଜାତୀୟ ରାଜଧାନୀ ଦିଲ୍ଲୀର ବିଗିଡ଼ି ଯାଉଥିବା ବାୟୁ ଗୁଣବତ୍ତାକୁ ନେଇ ପରିବେଶ ମନ୍ତ୍ରୀ ମଞ୍ଜିନ୍ଦର ସିଂ ସିରସା ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ କ୍ଷମା ମାଗିଛନ୍ତି। ସେ କହିଛନ୍ତି ଯେ ୯-୧୦ ମାସ ମଧ୍ୟରେ କୌଣସି ନିର୍ବାଚିତ ସରକାର ପାଇଁ…

ଘନ କୁହୁଡ଼ି ମଧ୍ୟରେ ବିମାନବନ୍ଦର: ୧୦୦ରୁ ଅଧିକ ବିମାନ ବାତିଲ, ଟ୍ରେନ ଚଳାଚଳ ବିଳମ୍ୱ

ନୂଆଦିଲ୍ଲୀ,୧୫।୧୨: ଦିଲ୍ଲୀ ଏନ୍‌ସିଆରରେ ଘନ କୁହୁଡ଼ି ସାଙ୍ଗକୁ ଦୃଶ୍ୟମାନତା ଶୂନ୍ୟ ହ୍ରାସ ଯୋଗୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୧୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ କରାଯାଇଛି। ସୋମବାର ସକାଳେ ଦିଲ୍ଲୀ ଏବଂ ଏହାର ସଂଲଗ୍ନ ଅଞ୍ଚଳଗୁଡ଼ିକରେ ଘନ କୁହୁଡ଼ି ଦେଖାଯାଇଥିଲା।…

ମେସିଙ୍କୁ ସ୍ବାଗତ ପାଇଁ ଦିଲ୍ଲୀରେ ହାଇ ଆଲର୍ଟ! ହ୍ୟାଣ୍ଡସେକ୍‌ କରିବାକୁ ଚାହୁଁଥିଲେ ଦେବାକୁ ପଡ଼ିବ ଏତିକି କୋଟି

ନୂଆଦିଲ୍ଲୀ,୧୫।୧୨: ଫୁଟବଲ ଜଗତର ସବୁଠାରୁ ବଡ ତାରକା ଏବଂ ଆର୍ଜେଣ୍ଟିନାକୁ ବିଶ୍ୱକପ ଗୌରବ ପ୍ରଦାନ କରିଥିବା ଅଧିନାୟକ ଲିଓନେଲ ମେସି ସୋମବାର ଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କ ଆଗମନ ପାଇଁ ରାଜଧାନୀ ହାଇ ଆଲର୍ଟରେ ରହିଛି। କଡ଼ା ସୁରକ୍ଷା, ଭିଆଇପି ବୈଠକ ଏବଂ…

ପ୍ରଦୂଷଣ କରୁଥିବା ଗାଡ଼ି ଉପରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୫।୧୧: ଦିଲ୍ଲୀ- NCR ରେ ବୃଦ୍ଧି ପାଉଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (PMO) ହସ୍ତକ୍ଷେପ କରିଛି। ପ୍ରଦୂଷଣ କରୁଥିବା ଗାଡ଼ିଗୁଡ଼ିକ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଏବଂ ରାଜଧାନୀରେ ଇଲେକ୍ଟ୍ରିକ୍ ଯାନ (EV) ଇକୋସିଷ୍ଟମର…

‘ରେଡ ଜୋନ’ରେ ରାଜଧାନୀବାସି

ନୂଆଦିଲ୍ଲୀ,୯।୧୧: ରାଜଧାନୀ ଦିଲ୍ଲୀରେ ବଢୁଥିବା କୁହୁଡ଼ି ଏବଂ ଥଣ୍ଡା ମଧ୍ୟରେ, ରବିବାର ସକାଳେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବା ଜାରି ରହିଛି। ପାଣିପାଗ ବିଭାଗ ଅନୁଯାୟୀ, ଥଣ୍ଡା ଆହୁରି ବଢ଼ିବ ଏବଂ ତାପମାତ୍ରା ଆହୁରି ହ୍ରାସ ପାଇବ। ରବିବାର ସକାଳେ କିଛି…

ଦିଲ୍ଲୀରେ ମହିଳା ଡାକ୍ତରଙ୍କୁ ବଳାତ୍କାର

ନୂଆଦିଲ୍ଲୀ,୨୮ା୧୦: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଜଣେ ବ୍ୟକ୍ତି ସେନା ଅଫିସର ପରିଚୟ ଦେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଆରବ ନାମକ ଯୁବକଙ୍କ ଘର ଦିଲ୍ଲୀର ଛତରପୁରରେ ଓ ସେ ଡେଲିଭରି ବୟ ଭାବେ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?