Tag Archives: Delhi

ଦିଲ୍ଲୀରେ ଜଳ ସଙ୍କଟ: ମାସିକ ୧୦ ହଜାରରୁ କମ ରୋଜଗାର କରୁଥିବା ଲୋକେ ଆୟର ୧୫% ପାଣି କିଣିବାରେ ଖର୍ଚ୍ଚ କରୁଛନ୍ତି

ନୂଆଦିଲ୍ଲୀ,୧୯।୮: ଗ୍ରୀନପିସ ଇଣ୍ଡିଆର ଏକ ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ଦିଲ୍ଲୀରେ ନିମ୍ନ ଆୟ ବର୍ଗର ପରିବାରମାନେ ଜଳ ସଙ୍କଟ ଓ ବେସରକାରୀ ଜଳ ଯୋଗାଣକାରୀଙ୍କ ଉପରେ ଅଧିକ ନିର୍ଭରଶୀଳ। ‘ଓ୍ୱାଟର ଆକ୍ସେସ ଅଡିଟ: ଗ୍ୟାପ୍ସ, କଷ୍ଟସ ଆଣ୍ଡ ବିଓଣ୍ଡ’ ଶୀର୍ଷକ ଏହି…

ରାକ୍ଷୀ ପୂର୍ଣ୍ଣିମାରେ ବଡ଼ ଅଘଟଣ, ରାଜଧାନୀରେ ପ୍ରବଳ ବର୍ଷା ସାଜିଲା କାଳ ୮ ଲୋକଙ୍କ ଜୀବନ ଗଲା

ନୂଆଦିଲ୍ଲୀ,୯।୮: ରାଜଧାନୀ ଦିଲ୍ଲୀର ହରିନଗରରେ ଶନିବାର ବର୍ଷା ସମୟରେ ଏକ କାନ୍ଥ ଭୁଶୁଡ଼ି ପଡ଼ିବା ଯୋଗୁ ବଡ଼ ଦୁର୍ଘଟଣା ଘଟିଛି। ଜୈତପୁର ଥାନା ଅନ୍ତର୍ଗତ ହରିନଗରର ବାବା ମୋହନ ରାମ ମନ୍ଦିର ନିକଟରେ ଥିବା ସମାଧି ସ୍ଥଳର କାନ୍ଥ ଭୁଶୁଡ଼ି ପଡ଼ିଛି।…

ତ୍ରିପୁରା ଛାତ୍ରୀ ଦିଲ୍ଲୀରୁ ସପ୍ତାହେ ହେଲା ନିଖୋଜ

ନୂଆଦିଲ୍ଲୀ,୧୪ା୭: ଦିଲ୍ଲୀ ୟୁନିଭର୍ସିଟିରେ ପଢ଼ୁଥିବା ତ୍ରିପୁରାର ସ୍ନେହା ଦେବନାଥ(୧୯) ସପ୍ତାହେ ହେଲା ନିଖୋଜ ଅଛନ୍ତି। ଦିଲ୍ଲୀ ପୋଲିସ ଏବଂ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଜୋର୍‌ଦାର ତଲାସି ଅଭିଯାନ ଚଳାଇଥିଲେ ମଧ୍ୟ ଖୋଜଖବର ମିଳୁ ନ ଥିବାରୁ ତାଙ୍କ ନିଖୋଜ ରହସ୍ୟ ଘେରରେ ରହିଛି।…

୨୪ ଘଣ୍ଟାରେ  ଦ୍ୱିତୀୟ ଥର ପାଇଁ ଥରିଲା ଦିଲ୍ଲୀ, ଭୂକମ୍ପ ଝଟ୍‌କାକୁ ନେଇ ଭୟଭୀତ…

ନୂଆଦିଲ୍ଲୀ,୧୧।୭: ଦିଲ୍ଲୀରେ ଭୂମିକମ୍ପ ଝଟ୍‌କା ଅନୁଭୂତ ହୋଇଛି। ୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ପାଇଁ ରାଜଧାନୀରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ୩.୭ ଥିଲା ଏବଂ ଏହାର କେନ୍ଦ୍ରସ୍ଥଳ ହରିୟାଣାର ଝାଜ୍ଜର ଥିଲା। ଗୁରୁବାର ଦିଲ୍ଲୀ-ଏନ୍‌ସିଆରରେ ଶକ୍ତିଶାଳୀ…

୨ ଦିନ ବନ୍ଦ ରହିବ ପାଣି, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେବେ ରହିବ ବନ୍ଦ

ନୂଆଦିଲ୍ଲୀ,୩୦।୫: ଆଗାମୀ ଦିନରେ ରାଜଧାନୀ ଦିଲ୍ଲୀର ଅନେକ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ପ୍ରଭାବିତ ହେବ। ଦିଲ୍ଲୀ ଜଳ ବୋର୍ଡ ୩୧ ମେ’ ସନ୍ଧ୍ୟା ଏବଂ ୧ ଜୁନ ସକାଳ ପାଇଁ ଏକ ପରାମର୍ଶ ଜାରି କରିଛି, ଯାହା ଅନୁଯାୟୀ ବୈଷୟିକ…

ଦିଲ୍ଲୀ ନିର୍ବାଚନ ପୂର୍ବରୁ AAPକୁ ବଡ଼ ଝଟ୍‌କା! ଦଳ ଛାଡ଼ିଲେ ୭ ବିଧାୟକ

ନୂଆଦିଲ୍ଲୀ,୩୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନର ଠିକ୍‌ ପୂର୍ବରୁ ଆମ୍‌ ଆଦ୍‌ମୀ ପାର୍ଟିକୁ ବଡ଼ ଝଟ୍‌କା। ଏଠାରେ ଦଳର ୭ ବିଧାୟକ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ତ୍ରିଲୋକପୁରୀ ବିଧାୟକ ରୋହିତ, ଜନକପୁରୀ ବିଧାୟକ ରାଜେଶ ଋଷି, କସ୍ତୁରବା…

ଦିଲ୍ଲୀରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଉପରେ ଆକ୍ରମଣ, ପଦଯାତ୍ରା ସମୟରେ…

ନୂଆଦିଲ୍ଲୀ,୩୦।୧୧: ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌) ପ୍ରମୁଖ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଉପରେ ଆକ୍ରମଣ। ତାଙ୍କ ଉପରେ କେହି ଜଣେ ତରଳ ପଦାର୍ଥ ଫିଙ୍ଗିଛନ୍ତି। ହେଲେ ସୌଭାଗ୍ୟବଶତଃ ସେ ଏହି ଆକ୍ରମଣରୁ ବର୍ତ୍ତି ଯାଇଛନ୍ତି। ଏହି ସମୟରେ କେଜ୍‌ରିଓ୍ବାଲଙ୍କ…

ଦିଲ୍ଲୀରେ ଭୟଙ୍କର ହେଲା ପ୍ରଦୂଷଣ: ନିର୍ମାଣ କାର୍ଯ୍ୟ ଉପରେ ଲାଗିଲା ଅଙ୍କୁଶ, ସ୍କୁଲ୍ ଛୁଟି

ନୂଆଦିଲ୍ଲୀ,୧୪।୧୧: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ ପହଞ୍ଚିଛି। ବୁଧବାର ଦିଲ୍ଲୀର ବାୟୁ ଗୁଣବତ୍ତା(ଏକ୍ୟୁଆଇ) ଦେଶରେ ପ୍ରଥମରେ ଥିବା ବେଳେ ଗୁରୁବାର ଏହା ୪୨୮ ରେ ପହଞ୍ଚିଛି। ଯାହା ଚଳିତ ବର୍ଷ ପ୍ରଥମ ଥର ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ…

ରାଜଧାନୀ ଆକାଶ ହେଲା ଧୂଆଁମୟ

ନୂଆଦିଲ୍ଲୀ,୧ା୧୧: ଦୀପାବଳି ସରିବା ପରେ ରାଜଧାନୀ ଦିଲ୍ଲୀ ଆକାଶ ଏବେ ଧୂଆଁମୟ ହୋଇଯାଇଛି। ଏନ୍‌ସିଆରରେ ଥଣ୍ଡା ବର୍ତ୍ତମାନ ସୁଦ୍ଧା ପଡ଼ିନାହିଁ। ଲୋକମାନେ ଏପର୍ଯ୍ୟନ୍ତ ଏସି ଏବଂ ଫ୍ୟାନ୍‌ ଚଳାଇ ଶୋଉଛନ୍ତି। ତଥାପି ପାଣିପାଗ ଏହାର ଗତିପଥ ବଦଳାଇ ଦେଇଛି। କଶ୍ମୀରର ଅନେକ…

ରୋହିଣୀ ସିଆର୍‌ପିଏଫ୍‌ ସ୍କୁଲ ନିକଟରେ ବଡ଼ ବିସ୍ଫୋରଣ: ଆଖପାଖ କୋଠାର କାଚ ଭାଙ୍ଗିଲା, ପହଞ୍ଚିଲା NSG

ନୂଆଦିଲ୍ଲୀ,୨୦।୧୦: ଦିଲ୍ଲୀର ରୋହିଣୀ ସ୍ଥିତ ସିଆର୍‌ପିଏଫ୍‌ ସ୍କୁଲ ବାହାରେ ବଡ଼ ବିସ୍ଫୋରଣ ଘଟିଛି। ଏଥିଯୋଗୁ ଆଖପାଖର କୋଠା ସହ ପାଖରେ ଥିବା କାର୍‌ର କାଚ ଭାଙ୍ଗିଯାଇଛି। ଘଟଣା ପରେ ଅଗ୍ନିଶମ ବିଭାଗ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ବିସ୍ଫୋରଣରେ ମୃତାହତ ହେବାର କୌଣସି…

ରାଜଧାନୀରେ ବାଣଫୁଟା ମନା, କଟକଣା ଜାରିକଲେ ସରକାର

ନୂଆଦିଲ୍ଲୀ,୧୪ା୧୦: ରାଜଧାନୀ ଦିଲ୍ଲୀ ଏନ୍‌ସିଆର୍‌ରେ ବାଣ ପ୍ରସ୍ତୁତି ସହ ବିକ୍ରି ଓ ଫୁଟାଇବା ମନା। ୨୦୨୫ ଜାନୁଆରୀ ୧ ଯାଏ କଟକଣା ଜାରି କରିଛନ୍ତି ସରକାର। ଅନ୍‌ଲାଇନ୍‌ ବିକ୍ରି ଉପରେ ମଧ୍ୟ କଟକଣା ଲଗାଇଛନ୍ତି ସରକାର। ରବିବାର ଦିଲ୍ଲୀ ପୋଲିସ କହିଛି…

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଆବାସ ସିଲ୍‌, ଘର ସୋଫାରୁ ସରକାର ଚଳାଉନ୍ତି CM ଆତିଶୀ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଆବାସକୁ ନେଇ ଆମ ଆଦମୀ ପାର୍ଟି(ଆପ୍‌) ସରକାର ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ସିଏମ୍‌ ଆବାସ ଖାଲି କରାଯିବାକୁ ନେଇ ଆପ୍‌ ଭାଜପାକୁ ଟାର୍ଗେଟ କରିଛି। ନବରାତ୍ରୀ ସମୟରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?