Tag Archives: Delhi

ଫ୍ଲାଇଟ୍‌ରେ ବୋମା, ବିମାନ ବନ୍ଦରକୁ ଆସିଲା ମେଲ୍‌

ନୂଆଦିଲ୍ଲୀ, ୧୮।୬: ରାଜଧାନୀ ଦିଲ୍ଲୀରୁ ମୁମ଼୍ବାଇ ଯିବାକୁ ଥିବା ଏକ ବିମାନରେ ବୋମା ଥିବା ନେଇ ଧମକ ମିଳିଥିବା ଖବର ସାମ୍ନାକୁ ଆସିଛି । ଜୁନ୍‌ ୧୭ ତାରିଖ ଅର୍ଥାତ ସୋମବାର ସକାଳ ୯.୩୫ ମିନିଟ୍‌ରେ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ...

ଏୟାରପୋର୍ଟରୁ କଟିଗଲା ବିଜୁଳି, ଗରମରେ ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୭।୬: ଦେଶର ରାଜଧାନୀ ଦିଲ୍ଲୀରେ ବିଜୁଳି ସମସ୍ୟା ଲାଗି ରହିଛି । ଏହାର ପ୍ରଭାବ ବିମାନ ବନ୍ଦରରେ ମଧ୍ୟ ଦେଖିବାକୁ ମିଳିଛି । ଦେଶର ଗୁରୁତ଼୍ବପୂର୍ଣ୍ଣ ଆନ୍ତର୍ଜାତିକ ଇନ୍ଦିରା ଗାନ୍ଧୀ ବିମାନ ବନ୍ଦରରେ ବିଜୁଳି ଚାଲିଯିବାରୁ ଯାତ୍ରୀମାନେ ପ୍ରବଳ...

ରାଜଧାନୀରେ ଜଳ ସଙ୍କଟ ମାମଲା, ସୁପ୍ରିମ୍‌କୋର୍ଟ କହିଲେ…

ନୂଆଦିଲ୍ଲୀ, ୧୩।୬: ଦିଲ୍ଲୀରେ ଜଳ ସଙ୍କଟ ସମ୍ପର୍କିତ ସରକାରଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ କହିଛନ୍ତି ଯେ ରାଜ୍ୟମାନଙ୍କ ମଧ୍ୟରେ ଯମୁନା ନଦୀ ଜଳ ବଣ୍ଟନ ସହ ଜଡିତ ମାମଲା ଏକ ଜଟିଳ ତଥା ସମ୍ବେଦନଶୀଳ ପ୍ରସଙ୍ଗ। ସୁପ୍ରିମକୋର୍ଟଙ୍କ ପାଖରେ ଏହାର...

ହସ୍ପିଟାଲ୍‌କୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ

ନୂଆଦିଲ୍ଲୀ, ୧୨।୬: ଦେଶର ରାଜଧାନୀ ପରେ ଏବେ ଚଣ୍ଡିଗଡ଼ର ସେକ୍ଟର-୩୨ର ମେଣ୍ଟାଲ ହେଲ୍‌ଥ ହସ୍ପିଟାଲ ଏବଂ ମେଡିକାଲ କଲେଜକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି । ଏପରି ଖବର ପରେ ହସ୍ପିଟାଲ୍‌ରେ ଧାଆଁ ଦୌଡ଼ ଦେଖିବାକୁ ମିଳିଛି ।...

ରାଜଧାନୀରେ ପୁଣି ଦେଖାଦେଲା ଆଉ ଏକ ସମସ୍ୟା

ନୂଆଦିଲ୍ଲୀ, ୧୧।୬: ପାଣି ପାଇଁ ହଇରାଣ ହେଉଥିବା ରାଜଧାନୀ ଦିଲ୍ଲୀ ବାସିନ୍ଦା ଏବେ ଆଉ ଗୋଟିଏ ସମସ୍ୟାରେ ପଡ଼ିଛନ୍ତି । ଦିଲ୍ଲୀର କିଛି ଅଞ୍ଚଳରେ ଏବେ ବିଜୁଳି ସମସ୍ୟା ଦେଖାଦେଇଥିବା ସୂଚନା ଦେଇଛନ୍ତି ମନ୍ତ୍ରୀ ଅତିଶୀ । ଉତ୍ତର ପ୍ରଦେଶର...

ରାଜଧାନୀର ଏହି ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୮ା୬: ରାଜଧାନୀ ଦିଲ୍ଲୀର ନରେଲା ଇଣ୍ଡଷ୍ଟ୍ରିଆଲ୍‌ ଅଞ୍ଚଳରେ ଶନିବାର ସକାଳୁ ଏକ ଫ୍ଟ୍ୟାକ୍ଟ୍ରିରେ ଭୀଷଣ ନିଆଁ ଲାଗିଛି । ଏହି ଅଗ୍ନିକାଣ୍ଡରେ ବର୍ତ୍ତମାନ ପର୍ଯ୍ୟନ୍ତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ...

ପୁଣି ରାଜଧାନୀର ଏକ ହସ୍ପିଟାଲ୍‌ରେ ଲାଗିଲା ଭୟଙ୍କର ନିଆଁ

ନୂଆଦିଲ୍ଲୀ,୫ା୬: ଦେଶର ରାଜଧାନୀରେ ଭୟଙ୍କର ନିଆଁ। ପୁଣିଥରେ ଦିଲ୍ଲୀର ଏକ ହସ୍ପିଟାଲରେ ନିଆଁ ଲାଗିଛି। ଲଜପତ୍‌ ନଗର ଅନ୍ତର୍ଗତ ଏହି ହସ୍ପିଟାଲର ଲିଫ୍ଟରେ ନିଆଁ ଲାଗିଥିବା ବେଳେ ଏହାକୁ ଲିଭାଇବା ପାଇଁ ୧୬ଟି ଅଗ୍ନିଶମ ଗାଡ଼ି ଅପରେସନ୍‌ରେ ଲାଗିଛି। ପ୍ରାଥମିକ...

ରାଜଧାନୀରେ ହଠାତ୍‌ ବଦଳିଗଲା ପାଗ, ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ପବନ

ନୂଆଦିଲ୍ଲୀ,୧୩ା୪: ଶନିବାର ରାଜଧାନୀ ଦିଲ୍ଲୀରେ ହଠାତ୍‌ ପାଗରେ ପରିବର୍ତ୍ତନ ହୋଇଛି। ଅନେକ ସ୍ଥାନରେ ପ୍ରବଳ ବର୍ଷା ସହିତ ଝଡ଼ପବନ ହୋଇଛି। ଏନ୍‌ସିଆର ପକ୍ଷରୁ ଅନେକ ସ୍ଥାନରେ ବଜ୍ରପାତ ସହ ମଧ୍ୟମରୁ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ...

କେଜ୍‌ରିଓ୍ବାଲଙ୍କୁ ମିଳିଲାନି ଜାମିନ

ନୂଆଦିଲ୍ଲୀ,୨୭ା୩: ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଜାମିନ ଦେବାକୁ ବୁଧବାର ହାଇକୋର୍ଟ ମନା କରି ଦେଇଛନ୍ତି। ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରି କୋର୍ଟ କହିଛନ୍ତି, ହେପାଜତ ସମୟରେ ଇଡି ହୁଏତ କିଛି ତଥ୍ୟ...

ଭୁଶୁଡ଼ିଲା ୨ ମହଲା କୋଠା, ୨ ଶ୍ରମିକଙ୍କ ଜୀବନ ଗଲା

ନୂଆଦିଲ୍ଲୀ,୨୧।୩: ଦିଲ୍ଲୀର କବୀର ନଗର ୱେଲକମ ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡ଼ିଛି। ଫଳରେ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି। ଗତକାଲି ବିଳମ୍ବିତ ରାତି ପ୍ରାୟ ୨.୧୬ଟା...

Video: ରାସ୍ତାରେ ନମାଜ କରୁଥିବା ଲୋକଙ୍କୁ ଗୋଇଠା ମାରି ପୋଲିସ ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୮।୩: ଦିଲ୍ଲୀର ଏକ ଅଂଚଳରେ ରାସ୍ତାରେ ନମାଜ ପଢୁଥିବାର ଲୋକମାନଙ୍କୁ ଜଣେ ପୋଲିସ ଅଧିକାରୀ ଗୋଇଠା ମାରୁଥିବାର ଭଭିଡିଓ ଭାଇରାଲ ହୋଇଛି। ନମାଜ ପଢ଼ୁଥିବା ଲୋକମାନଙ୍କୁ ବିନା କୌଣସି ଚିନ୍ତାରେ ଅତି ଅଭଦ୍ରତାର ସହିତ ଗୋଇଠା ମାରୁଥିବା ଦେଖି ଉପସ୍ଥିତ...

ଚଳିତ ସିଜିନ୍‌ର ସବୁଠୁ ଥଣ୍ଡା ଦିନ: -୪ ଡିଗ୍ରୀ ଛୁଇଁଲା ତାପମାତ୍ରା

ନୂଆଦିଲ୍ଲୀ,୧୨।୧୨: ଦେଶର ଅନେକ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି। ଫଳରେ ଥଣ୍ଡା ଆହୁରି ବୃଦ୍ଧି ପାଇଛି। ରାଜଧାନୀ ଦିଲ୍ଲୀରେ ମଧ୍ୟ ପରିସ୍ଥିତି ସମାନ ରହିଛି। ଏଠାରେ ଗତକାଲି ଆର୍ଥାତ୍‌ ଡିସେମ୍ବର ୧୧ ସବୁଠାରୁ ଶୀତ ଦିନ ଥିଲା। ଜମ୍ମୁ କଶ୍ମୀରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri