ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା! ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା ପାଇଁ ଅଗଷ୍ଟ ୮ରେ ସମସ୍ତ ରାଜ୍ୟର ସଂସଦ (ସାଂସଦ) ମାନଙ୍କର ଏକ ବୈଠକ…