ନାବାଳିକାଙ୍କୁ ଗର୍ଭବତୀ କରିଥିଲେ ୭୦ ବର୍ଷର ବୃଦ୍ଧ: ମା’ ହେବା ପରେ ସିଲ୍ ହେଲା ଲକ୍ଷ୍ମୀ ହସ୍ପିଟାଲ ଯାଜପୁରରୋଡ଼/ଧର୍ମଶାଳା,୨୧।୨(ପବିତ୍ର ରଞ୍ଜନ ମହାନ୍ତି/ଶିବ ପ୍ରସାଦ ମହାନ୍ତି): ନାବାଳିକା ପ୍ରସବ ଘଟଣାରେ ଜିଲା ପ୍ରଶାସନ ପକ୍ଷରୁ ଯାଜପୁର ରୋଡସ୍ଥିତ ଲକ୍ଷ୍ମୀ ହସ୍ପିଟାଲକୁ ଶନିବାର ସିଲ୍ କରାଯାଇଛି । ଏହା ପୂର୍ବରୁ ଲକ୍ଷ୍ମୀ ହସ୍ପିଟାଲର ମାଲିକ ଏବଂ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ…