ଭୁବନେଶ୍ୱର,୧୦ା୧୧(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ରବିବାର ରାତି ସାଢେ ୧୦ରେ ଏକ ସଡକ ଦୁର୍ଘଟଣା ଘଟିଛି । ଜଣେ ଯୁବକ ଦ୍ରୁତ ଗତିରେ ଗାଡି ଚଲୁଥିବା ବେଳେ…