ହତ୍ୟାକାରୀଙ୍କୁ ଗିରଫ ଦାବିରେ ରାସ୍ତାରୋକୋ, ଜାତୀୟ ରାଜପଥରେ ମୃତଦେହ ରଖି… ବଲାଙ୍ଗୀର,୯ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଶାନ୍ତିପଡ଼ାର ନିଖୋଜ ପ୍ରବୀଣ ମହାଲିଙ୍ଗ (ମୁଟୁ)ଙ୍କ ମୃତଦେହ ଶୁକ୍ରବାର ସଦରଥାନା ପଥରଚେପା ପୋଖରୀରୁ ୫ ଦିନ ପରେ ଉଦ୍ଧାର କରାଯାଇଥିଲା। ମୃତଦେହକୁ ୫୭ନଂ ରାଜ୍ୟ ରାଜପଥ ଶାନ୍ତିପଡ଼ା ଛକ ରାସ୍ତା ରଖି ପରିବାର...