ମନ୍ଦିର ନିର୍ମାଣ ସରିବା ପରେ ବି ମିଳୁନି ବକେୟା ଅର୍ଥରାଶି, ବିଡ଼ିଓଙ୍କୁ ଦାବିପତ୍ର ଦିଗପହଣ୍ଡି,୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ବାରିଆକଟା ଗ୍ରାମ ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପୁନଃରୁଦ୍ଧାର ନିମନ୍ତେ ଗତ ୨୦୨୩-୨୪ ଆର୍ଥିକବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ପାଣ୍ଠିରୁ ୪ ଲକ୍ଷ ଟଙ୍କା ବ୍ୟୟ ମଞ୍ଜୁରୀ କରାଯାଇଥିଲା। ବ୍ଲକ…