ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ଦାବି ନେଇ ଦହସିଲଦାରଙ୍କୁ ଦାବିପତ୍ର ଅମରପାଲି,୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ପଞ୍ଚାୟତର ଦେଉଳମୁଣ୍ଡା ଗ୍ରାମରେ ଗୋଚର ଓ ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ କରିବା ପାଇଁ ଗ୍ରାମବାସୀ ବୀରମହାରାଜପୁର ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଗ୍ରାମରେ…