ଗଣତନ୍ତ୍ର ଓ ଅସମାନତା ବିଶ୍ୱରେ ଗଣତନ୍ତ୍ର ଏବେ ବିପଦରେ। ଏହା କେବଳ ନିର୍ବାଚିତ ସରକାରକୁ ହଟାଇ କ୍ଷମତା ଦଖଲ କରୁଥିବା ଏକଚ୍ଛତ୍ରବାଦୀଙ୍କ ଯୋଗୁ ଘଟୁନାହିଁ। ଏକଚ୍ଛତ୍ରବାଦୀମାନେ କ୍ଷମତା ଦଖଲ କରୁଥିବା ବିଷୟ ମୁଖ୍ୟ ଖବର ହେଉଥିବାବେଳେ ବାସ୍ତବରେ ସେମାନେ ଆଉ ସ୍ବାଧୀନ ସମାଜ ପ୍ରତି ବିପଦ…