ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ ହୋଇଥିଲା । ବୁଧବାର କ୍ୱାର୍ଟର ଫାଇନାଲ ମ୍ୟାଚରେ ଡେଙ୍ଗାପଦର ଗ୍ରାମର ଭଲିବଲ ଟିମ୍...