Tag Archives: Dengue

ଅଭିନୟ ଜରିଆରେ ଗ୍ରାମାଞ୍ଚଳ ଲୋକଙ୍କୁ ଡେଙ୍ଗୁ, ମ୍ୟାଲେରିଆ ସଚେତନ କଲେ ଛାତ୍ରୀଛାତ୍ର

କେସିଙ୍ଗା,୨୧ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କମଳାକାନ୍ତ ନର୍ସିଂ ଆଣ୍ଡ୍‌ ହେଲଥ ସାଇନ କଲେଜ ପକ୍ଷରୁ ଡେଙ୍ଗୁ, ମ୍ୟାଲେରିଆ ଓ ଡାଇରିଆ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ କେସିଙ୍ଗା ବ୍ଲକ ବାଲସି ଗ୍ରାମର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ କଲେଜର ଅଧ୍ୟକ୍ଷ ସତ୍ୟ…

ଅକ୍ଟୋବର ସୁଦ୍ଧା ପ୍ରଥମ ଡେଙ୍ଗୁ ଟିକାର ୩ୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷଣ ପାଇଁ ପଞ୍ଜୀକରଣ

ନୂଆଦିଲ୍ଲୀ, ୧୪ା୭: ଭାରତୀୟ ଚିକିତ୍ସା ଗବେଷଣା ପରିଷଦ (ଆଇସିଏମ୍‌ଆର୍‌)ର ଜଣେ ବୈଜ୍ଞାନିକଙ୍କ ସୂଚନା ଅନୁଯାୟୀ, ପାନାସିଆ ବାୟୋଟିକ୍‌ ଦ୍ୱାରା ବିକଶିତ ଦେଶର ପ୍ରଥମ ସ୍ବଦେଶୀ ଡେଙ୍ଗୁ ଟିକା ‘ଡେଙ୍ଗିଅଲ’ର ତୃତୀୟ ପର୍ଯ୍ୟାୟ କ୍ନିନିକାଲ ପରୀକ୍ଷଣରେ ପ୍ରାୟ ୧୦,୫୦୦ ଅଂଶଗ୍ରହଣକାରୀଙ୍କ ପଞ୍ଜୀକରଣ ଆସନ୍ତା ଅକ୍ଟୋବର…

ଜୀବନ ଯିବା ପରେ ଡେଙ୍ଗୁ ଭୟ ବଢ଼ିଲା

ଭୁବନେଶ୍ୱର,୧୯ା୮(ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁରେ ଆକ୍ରାନ୍ତ ହୋଇ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ୍‌ଙ୍କ ସ୍ତ୍ରୀ ଝିଙ୍ଗିଆ ଓରାମ୍‌ଙ୍କ ମୃତ୍ୟୁ ଘଟଣା ଏବେ ଚିନ୍ତା ବଢ଼ାଇ ଦେଇଛି। ଚଳିତ ବର୍ଷ ଏହା ରାଜ୍ୟର ପ୍ରଥମ ଡେଙ୍ଗୁ ମୃତ୍ୟୁ ବୋଲି କୁହାଯାଉଥିଲେ ମଧ୍ୟ ସରକାରୀ…

୧୦,୦୪୧ ରକ୍ତ ନମୁନାରୁ ୨୪୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨ା୮(ବନ୍ଦନା ସେଠୀ): ଚଳିତ ବର୍ଷ ଜୁଲାଇ ୩୦ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ମୋଟ ୧୦ ହଜାର ୪୧ଟି ରକ୍ତ ନମୁନା ପରୀକ୍ଷା କରାଯାଇଥିବାବେଳେ ୨୪୧ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୯ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତେବେ…

ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ସରକାର: ହଇଜା, ମ୍ୟାଲେରିଆ, ଡେଙ୍ଗୁ ଜଗ

ଭୁବନେଶ୍ୱର,୨୫।୭: ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିଲା ବେଳେ ହଇଜା, ମ୍ୟାଲେରିଆ, ଡେଙ୍ଗୁ ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ସରକାର ସମସ୍ତ ଜିଲାପାଳ, ମୁନିସିପାଲ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷା ଦିନରେ ହଇଜାରେ ପ୍ରାୟ ୧୦ ବର୍ଷରୁ କମ୍ ଶିଶୁ ମୃତ୍ୟୁହାରରେ…

୧୩ ଦିନରେ ସହରରୁ ୨୪ ଡେଙ୍ଗୁ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୪।୬ (ବନ୍ଦନା ସେଠୀ): ବର୍ଷାଋତୁ ଆରମ୍ଭ ନ ହେଉଣୁ ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ବୃଦ୍ଧି ପାଇଛି। ରାଜ୍ୟରେ ଡେଙ୍ଗୁ ସଂକ୍ରମଣରେ ଖୋର୍ଦ୍ଧା ଜିଲା ସର୍ବଦା ଆଗରେ ରହୁଥିବାବେଳେ ଭୁବନେଶ୍ୱର ହଟ୍‌ସ୍ପଟ୍‌ ପାଲଟୁଛି। ଗତ ୨/୩ବର୍ଷ ଧରି ଏହି ଧାରା ବଜାୟ ରହିଛି।…

ଦିଲ୍ଲୀରେ ଡେଙ୍ଗୁର ପ୍ରଭାବ: ଏକ ମାସରେ ମାମଲା ୭୧ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୭।୧୦: ଦିଲ୍ଲୀରେ ଡେଙ୍ଗୁର ପ୍ରଭାବ କମିବାର ନାଁ ନେଉନାହିଁ। ଏହି ସମୟରେ ଡେଙ୍ଗୁ ସହ ଜଡିତ ତଥ୍ୟ ମଧ୍ୟ ସାମ୍ନାକୁ ଆସିଛି। ଯାହା ବହୁତ ଭୟାନକ ଅଟେ। ସବୁଠାରୁ ଭୟାନକ କଥା ହେଉଛି ଗତ ବର୍ଷ ମଧ୍ୟରେ ଚଳିତ ବର୍ଷ ସର୍ବାଧିକ…

ମୁମ୍ବାଇରେ ବ୍ୟାପୁଛି ଏହି ଅଜବ ରୋଗ, ଦେଖା ଦେଉଛି ଜ୍ୱର ଏବଂ ଅସ୍ଥିରତା ଭଳି ଲକ୍ଷଣ

ମୁମ୍ବାଇ,୨୪।୧୦: ଗତ କିଛି ଦିନ ହେବ ମୁମ୍ବାଇରେ ଏକ ଅଜବ ରୋଗରେ ଲୋକମାନେ ଆକ୍ରାନ୍ତ ହେଉଛନ୍ତି। ଏହି ରୋଗର ପ୍ରାରମ୍ଭିକ ଲକ୍ଷଣ ହେଉଛି ସାଧାରଣ ଜ୍ୱର। ଏହି ରୋଗ ଅଳ୍ପ ସମୟ ମଧ୍ୟରେ ବହୁ ସଂଖ୍ୟକ ଲୋକଙ୍କୁ ବ୍ୟାପିଥାଏ। ଟାଇମ୍ସ ଅଫ୍…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri