ଓଡ଼ିଶାରେ ୫ ବର୍ଷରେ ୩୮ହଜାର ଡେଙ୍ଗୁ ଆକ୍ରାନ୍ତ ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ) : କିଛିବର୍ଷ ଧରି ଓଡ଼ିଶାରେ ବୃଦ୍ଧି ପାଉଥିବା ଡେଙ୍ଗୁ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗ ଓ ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଡେଙ୍ଗୁକୁ ପ୍ରତିରୋଧ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ଏଥିରେ ବ୍ରେକ୍ ଲାଗିପାରୁ ନାହିଁ।...