Denmark shuttler unhappy

ବିଶ୍ୱସ୍ତରୀୟ ଟୁର୍ଣ୍ଣାମେଣ୍ଟରେ ଷ୍ଟାଡିୟମ ଦେଖି ଛି ଛି…; କଡ଼ା ଭାଷାରେ ସମାଲୋଚନା କଲେ ବିଦେଶୀ ଖେଳାଳି

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀରେ ଚାଲିଥିବା ଇଣ୍ଡିଆ ଓପନ ସୁପର ୭୫୦ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟର ଆୟୋଜନ ଓ ଷ୍ଟାଡିୟମର ସ୍ଥିତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଡେନମାର୍କର ଷ୍ଟାର ଖେଳାଳି ମିଆ…

1 day ago