୧୨ ଜିଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ, ୨ ଦିନ ପରେ ବଢିବ ଶୀତ ଭୁବନେଶ୍ୱର,୨୪।୧: ଓଡ଼ିଶା ଉପରେ ଗୁରୁଚାପ ବଳୟ ସକ୍ରିୟ ରହିଥିବାରୁ ରାଜ୍ୟକୁ କ୍ରମାଗତ ଭାବେ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ କୋହଲା ପାଗ ଅନୁଭୂତ ହେଉଛି...