ଦେବଗଡ ଥାନା ପୋଲିସକୁ ସଫଳତା, ଚୋରି ସାମଗ୍ରୀ ଠାବ ସହ ୨ଜଣଙ୍କୁ ବାନ୍ଧିଲା ଦେବଗଡ,୧୩|୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ପୋଲିସ ବହୁ ପରିମାଣର ଚୋରି ସାମଗ୍ରୀ ଉଦ୍ଧାର କରିବାସହ ବସାଲଇ ଗ୍ରାମର ଦୁଷ୍ମନ୍ତ ପ୍ରଧାନ (୨୨) ଓ ବଣିଆକିଲିଣ୍ଡା ଗ୍ରାମର ରଞ୍ଜିତ ପାତ୍ର(୩୯)କୁ ଗିରଫ କରିଛି । ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ…