ଦେବଗଡ଼ରେ ଚାଞ୍ଚଲ୍ୟ; ଘରେ ଏକୁଟିଆ ଥିବା ବେଳେ ୫ ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର
ଦେବଗଡ,୯।୧୧(ଶଶାଙ୍କ ଶେଖର ଝାଙ୍କର୍): ୫ ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ଗୁରୁତର ଶିଶୁକନ୍ୟାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି । ଦେବଗଡ ସହର ଉପକଣ୍ଠ ଦେବଗଡ ଥାନା ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଏହି…

