ଚକଡ଼ା ପ୍ରଭାବ: କ୍ଷେତରେ ସ୍ଥିତି ଅନୁଧ୍ୟାନ କଲା କୃଷି ବିଭାଗ ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ରବି ଧାନଚାଷ ଆରମ୍ଭରୁ ପାଗ ଅନୁକୂଳ ଥିଲା। ଫଳରେ ଏଥର ବରଗଡ଼ ଜିଲାରେ ରବି ଧାନ ଫସଲ ଭଲ ହୋଇଛି। କିନ୍ତୁ ଧାନ ଅମଳକ୍ଷମ ଅବସ୍ଥାକୁ ଯେତେ ପାଖେଇ ଆସୁଛି, ଫସଲରେ ରୋଗପୋକ ଉପଦ୍ରବ ଚାଷୀଙ୍କ ଚିନ୍ତା...