ସୁନ୍ଦରଗଡ଼,୨୯ା୧୦: ଜିଭି ପିଆର ଲୁହାଖଣିରେ ଖଣି ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଖଣି ବିଭାଗର ୪ଜଣିଆ ଟିମ୍ ଏହି ଚଢ଼ାଉ କରିଛନ୍ତି। ଉଚ୍ଚମାନର ଲୌହ ଖଣିଜ ପଥରକୁ…