ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ରାଜଭବନ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ରାଜ୍ୟପାଳ ରଘୁବର ଦାସ ଆଜି…