ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, କହିଲେ ଅଜିତ ଜୀଙ୍କ… ଭୁବନେଶ୍ୱର,୨୮ା୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଏକ୍ସରେ ଶୋକ ପ୍ରକାଶ କରି କହିଛନ୍ତି, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାରେ ଦେହାନ୍ତ…