ଭୁବନେଶ୍ୱର,୧୮ା୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ସାମ୍ବାଦିକ ସାଜି ବୁମ୍ ଧରି ପ୍ରଶ୍ନ ପଚାରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ। ପ୍ରଭାତୀଙ୍କୁ ଆଜିର ବିଧାନସଭା ପରିସରରେ ଯେଉଁ ଚନ୍ଦନ…