ସୁଭଦ୍ରା ୩ୟ କିସ୍ତିରୁ ବାଦ୍ ପଡ଼ିଛନ୍ତି ୪ ଲକ୍ଷ, ଗଣେଶ୍ୱରଙ୍କ ପ୍ରଶ୍ନରେ ଏମିତି ଉତ୍ତର ରଖିଲେ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର,୨୦ା୯: ସୁଭଦ୍ରାର ୩ୟ କିସ୍ତିରୁ ବାଦ୍ ପଡ଼ିଛନ୍ତି ୩ ଲକ୍ଷ ୯୯ ହଜାର ୩୫୨ ଜଣ। ବିଧାୟକ ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉତ୍ତର ରଖିଛନ୍ତି। ସେ କହିଛନ୍ତି, ୨ୟ କିସ୍ତିରୁ ୧ ଲକ୍ଷ ୮୩ ହଜାର...
୧୦ରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ କଳାହାଣ୍ଡି ଗସ୍ତ, ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ
ଭବାନୀପାଟଣା,୮।୮(ଉତ୍ତମ କୁମାର ଦାଶ)-ଆସନ୍ତା ୧୦ ତାରିଖ ରବିବାର କଳାହାଣ୍ଡି ଗସ୍ତରେ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ ବିକାଶ ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା। ପ୍ରଥମ କରି ଉପ ମୁଖ୍ୟମନ୍ତ୍ରୀ ପରିଡାଙ୍କ କଳାହାଣ୍ଡି ଗସ୍ତ ହୋଇଥିବାରୁ ଏହାକୁ...
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ମାସରେ ମହିଳାଙ୍କୁ ମିଳିବ…
ଭୁବନେଶ୍ୱର,୨୭ା୭: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ଅଗଷ୍ଟ ୯ରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କ ସୁଭଦ୍ରା ଟଙ୍କା ମିଳିବ। ଏ ବାବଦରେ ୧ ଲକ୍ଷ ୮୮...
ନାବାଳିକାଙ୍କ ଦେହରେ ନିଆଁ ଲଗାଇବା ଘଟଣା: ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ସରକାର…
ଭୁବନେଶ୍ୱର,୧୯ା୭: ପୁରୀ ଜିଲା ବଳଙ୍ଗା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେବା ଘଟଣାରେ କ୍ଷୋଭ ପ୍ରକାଶ କରିବା ସହ ଏକ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଏହି ଖବର ଶୁଣି ମୁଁ...
‘ଆମରି ଶିଶୁ’ ପୋର୍ଟାଲ ଉନ୍ମୋଚନ କଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୬: ଶିଶୁ କଲ୍ୟାଣ ଏବଂ ଡିଜିଟାଲ ପ୍ରଶାସନକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୁପ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ରାଜ୍ୟ ମହିଳା ଏବଂ ଶିଶୁ ପ୍ରତିଷ୍ଠାନରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ଅଧୀନରେ...
‘ସୁଭଦ୍ରା’କୁ ନେଇ ପୁଣି ଏକ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହିଦିନ ଆକାଉଣ୍ଟକୁ ଆସିବ ଟଙ୍କା…
ଭୁବନେଶ୍ୱର,୭ା୪: ‘ସୁଭଦ୍ରା’ ଯୋଜନାକୁ ନେଇ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ଆସନ୍ତା ୨୨ ଓ ୨୩ ତାରିଖରେ ମହିଳାମାନଙ୍କୁ ତୃତୀୟ କିସ୍ତି ସୁଭଦ୍ରା...
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ପୁନର୍ଗଠନ ହେବ SHG, ଏଥିରେ ଯୋଡ଼ି ହେବେ…
ଭୁବନେଶ୍ୱର,୭ା୪: SHG( ସ୍ବୟଂ ସହାୟକ ଗୋଷ୍ଠୀ)କୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସରେ ସ୍ବୟଂ ସହାୟକ ଗୋଷ୍ଠୀର ପୁନର୍ଗଠନ କରାଯିବ। ଏଥିରେ GPLF, CPL, BLFଙ୍କୁ ଜିଲା ଓ ରାଜ୍ୟ...
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁଠି ଅଧିକ ‘ସୁଭଦ୍ରା’ ଫର୍ମ ରିଜେକ୍ଟ ହୋଇଛି, ସେଠାରେ ଆରମ୍ଭ ହେବ…
ଭୁବନେଶ୍ୱର,୨୮ା୧୧: କିଛି ମହିଳା ସୁଭଦ୍ରା ଯୋଜନା ପାଇଁ ଫର୍ମ ଆବେଦନ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଟଙ୍କା ମିଳିନାହିଁ। କାହିଁକି ମିଳିନାହିଁ ବୋଲି ମହିଳାମାନେ ଅସନ୍ତୋଷ ବ୍ୟକ୍ତ କରୁଥିବାବେଳେ ଏନେଇ ଗୁରୁବାର ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...
ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏଥର ବି କିଛି ହିତାଧିକାରୀ କାହିଁକି ପଡ଼ିଲେ ବାଦ୍ ଜାଣି ରଖନ୍ତୁ…
ଭୁବନେଶ୍ୱର,୨୪ା୧୧: ରବିବାର ମଧ୍ୟାହ୍ନରେ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁନ୍ଦରଗଡ଼ ଗସ୍ତରେ ଯାଇ ଏହି ଟଙ୍କା ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଆଜି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ...
କାହିଁକି ଆକାଉଣ୍ଟକୁ ଆସିନି ସୁଭଦ୍ରା ଟଙ୍କା, କ’ଣ କଲେ ଆସିବ ଉପମୁଖ୍ୟମନ୍ତ୍ରୀ ଦେଲେ ପୂରା ସୂଚନା…
ଭୁବନେଶ୍ୱର,୯ା୧୧: ପୂର୍ବଥର ଯେଉଁ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଆସିନାହିଁ, କାହିଁକି ଆସିନାହିଁ କ’ଣ କଲେ ଆକାଉଣ୍ଟକୁ ଟଙ୍କା ଆସିବ ସେ ସମ୍ପର୍କରେ ସବିଶେଷ କଥା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଏଯାବତ୍ ୨ ଲକ୍ଷ ୬୭...
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କହିଲେ ଖୁବ୍ଶୀଘ୍ର ମିଳିବ ସୁଭଦ୍ରା ଟଙ୍କା, ଯେଉଁ ହିତାଧିକାରୀ…
ଭୁବନେଶ୍ୱର,୨୮ା୧୦: ସରକାରଙ୍କ ‘ସୁଭଦ୍ରା’ ଯୋଜନାର କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାକି ରହିଯାଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ଖୁବ୍ଶୀଘ୍ର ସୁଭଦ୍ରା ଟଙ୍କା ମିଳିବ ଏ ପର୍ଯ୍ୟନ୍ତ ଏହି...
ଆମ୍ବୁଲାନ୍ସ ଡ୍ରାଇଭର ମାନସଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ, କହିଲେ ବାତ୍ୟା ସମୟରେ…
ରାଜନଗର,୨୬ା୧୦: କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ‘ଦାନା’ର ତାଣ୍ଡବ ସମୟରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନସ ମଳିକ ସାହସିକତା ଦେଖାଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଖୁବ୍ ପ୍ରଶଂସା କରିଛନ୍ତି। ମାନସ ଡେରା...
Archives


