ତାମିଲନାଡୁ ରାଜନୀତିରେ ହଲଚଲ୍: ସୁପରଷ୍ଟାର ବିଜୟଙ୍କୁ ଡେପୁଟି ସିଏମ୍ ଅଫର୍! ଚେନ୍ନାଇ,୧୫।୩: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ଦକ୍ଷିଣ ଭାରତ ରାଜନୀତିରେ ଏକ ବଡ଼ ଧରଣର ସମୀକରଣ ଦେଖିବାକୁ ମିଳିଛି। ସୂତ୍ର ଅନୁସାରେ, ସୁପରଷ୍ଟାର ବିଜୟଙ୍କ ପାର୍ଟି ‘ଟିଭିକେ’ (TVK) ସହ ମେଣ୍ଟ କରିବା ପାଇଁ ଭାଜପା ପକ୍ଷରୁ ଏକ ବଡ଼ ପ୍ରସ୍ତାବ…