ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି। ତେଣୁ ଉକ୍ତ କାର୍ଯ୍ୟାଳୟଗୁଡ଼ିକ ରହିବା ଦାରା ବିପୁଳ ରାଜସ୍ବ କ୍ଷତି ହେଉଛି। ସରକାର...