ସରକାରୀ ପାଣ୍ଠି ନିଜ ଆକାଉଣ୍ଟକୁ ୧ କୋଟି ୫ ଲକ୍ଷ ଟ୍ରାନ୍ସଫର କରି ଫସିଲେ ସରକାରୀ ବାବୁ କଟକ,୨୨ା୭: ସରକାରୀ ପାଣ୍ଠି ନିଜ ଖାତାକୁ ଟ୍ରାନ୍ସଫର କରି ଫସିଲେ ମତ୍ସ୍ୟ ସମ୍ପଦ ବିଭାଗ ଉପନିର୍ଦ୍ଦେଶକ। ସରକାରୀ ପାଣ୍ଠି ନିଜ ଖାତାକୁ ଟ୍ରାନ୍ସଫର କରିବା ଅଭିଯୋଗରେ ଉପନିର୍ଦ୍ଦେଶକ ବସନ୍ତ ଦାଶଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। କଟକ କାର୍ଯ୍ୟାଳୟ ସହ...