ଭାରସାମ୍ୟ ହରାଇ ଗଛରେ ପିଟିଲା ଉପଜିଲାପାଳଙ୍କ ଗାଡ଼ି, ଯୋରଦାର ଝଟକାରେ ମଝିରୁ ଭାଙ୍ଗିଲା ଗଛ ବାଙ୍କୀ,୨୭।୬( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ଭଗିପୁର ଅଞ୍ଚଳରେ ବାଙ୍କୀ ଉପଜିଲାପାଳଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଉପଜିଲାପାଳଙ୍କ ଗାଡ଼ି ହଠାତ୍ ଭାରସାମ୍ୟ ହରାଇ ରାସ୍ତା ପାଖରେ ଥିବା ଗଛରେ ପିଟିହୋଇଥିଲା। ଧକ୍କାର ତୀବ୍ରତା ଏତେ ଥିଲାଯେ…