ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ। ଏହି ସମୟରେ, ଅନେକଙ୍କ ମନରେ ଏକ ପ୍ରଶ୍ନ ଉଙ୍କି ମାରୁଛି: ଏହି ପଦରୁ…