ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…
ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ, ବିଡିଓ ପୂର୍ଣ୍ଣଚନ୍ଦ୍ର ଭୋଇ, ତହସିଲଦାର ଝରଣା ପ୍ରଧାନ, ବିପିଏମ୍ ଗୀତାଞ୍ଜଳୀ ରାଉତରାୟ, ଥାନା…

