ଉପବାଚସ୍ପତି ହେଲେ ଭବାନୀ ଭୋଇ ଭୁବନେଶ୍ୱର,୨୪ା୭: ସୁନ୍ଦରଗଡ ଜିଲା ତଳସରା ବିଧାୟକ ଭବାନୀ ଭୋଇ ଉପବାଚସ୍ପତି ଭାବେ ନିର୍ଦ୍ୱଦ୍ୱରେ ନିର୍ବାଚିତ ହୋଇଛନ୍ତି। ତଳସରାରୁ ସେ ବିଧାନସଭାକୁ ଦୁଇଥର ନିର୍ବାଚିତ ହୋଇଛନ୍ତି। ବାଚସ୍ପତି ସୁରମା ପାଢ଼ୀ ପ୍ରଥମେ ଭବାନୀଙ୍କ ନାଁ ଘୋଷଣା କରିଥିଲେ। ସେ ନିର୍ଦ୍ୱନ୍ଦ୍ୱରେ ଉପବାଚସ୍ପତି...