ଓକିଲାତି ପେଶାକୁ ଫେରିଲେ ଓଡ଼ିଶା ହାଇକୋର୍ଟ ପୂର୍ବତନ ମୁଖ୍ୟ ବିଚାରପତି, ବରିଷ୍ଠ ଓକିଲ ମାନ୍ୟତା ଦେଲେ ସୁପ୍ରିମକୋର୍ଟ ନୂଆଦିଲ୍ଲୀ, ୧୮।୧୦: ଓଡ଼ିଶା ହାଇକୋର୍ଟ ପୂର୍ବତନ ମୁଖ୍ୟ ବିଚାରପତି ଡା. ଏସ. ମୁରଲୀଧର ପୁଣିଥରେ ଓକିଲାତି ପେଶାକୁ ଫେରିବେ। ୧୬ ଅକ୍ଟୋବରରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏବଂ ଅନ୍ୟାନ୍ୟ ବିଚାରପତି ମାନଙ୍କ ମଧ୍ୟରେ ହୋଇଥିବା ବୈଠକରେ ଏସ. ମୁରଲୀଧରଙ୍କୁ ବରିଷ୍ଠ...