ହାତୀପଲ ଖାଇଯାଉଛନ୍ତି ପନିପରିବା, ଧାନଫସଲ ଦଳଚକଟି ନଷ୍ଟ କରିବା ସହ…
ଦିଗପହଣ୍ଡି,୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର, ହାତୀଆଡ଼ି, ଦେଓଖାଳି, ବାଗଡ଼ା, ସୁମନ୍ତପୁର, କରପଡ଼ା ସମେତ ଚିକିଟି ବ୍ଲକର କେ.ନୂଆଗାଁ ଆଦି ଗ୍ରାମରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ କରିବାକୁ…


