ଶୁଭେନ୍ଦୁଙ୍କ ବଡ ଆକ୍ସନ, ଖୋଲୁଛନ୍ତି ନୂଆ ‘ଡିଟେନ୍ସନ ସେଣ୍ଟର’, ଜାଣନ୍ତୁ କେଉଁମାନଙ୍କୁ ଏଠି ଅଟକ ରଖାଯିବ କୋଲକାତା,୨୪।୫: ପଶ୍ଚିମବଙ୍ଗର ଗୃହ ଏବଂ ପାହାଡ଼ି ବ୍ୟାପାର ବିଭାଗ ସମସ୍ତ ଜିଲା ମାଜିଷ୍ଟ୍ରେଟଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ଧରାପଡ଼ିଥିବା ବିଦେଶୀ ନାଗରିକ ଏବଂ ଜେଲରୁ ମୁକ୍ତ ହୋଇଥିବା ବିଦେଶୀ କଏଦୀ ଯେଉଁମାନେ ନିଜ ଦେଶକୁ ପ୍ରତ୍ୟାବର୍ତ୍ତନ ଅପେକ୍ଷାରେ ଅଛନ୍ତି…