ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର କାରଗିଲ ସହିଦ ଭବନରେ ଗ୍ରାହକ ଦିବସ ପାଳନ ହୋଇଯାଇଛି । ଭଞ୍ଜନଗର ଉପଖଣ୍ଡ...