ବିକଶିତ ଗାଁ’ ବିକଶିତ ଓଡିଶା” ଯୋଜନାର ଜିଲ୍ଲାସ୍ତରୀୟ ଶୁଭାରମ୍ଭ ସମାରୋହ ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗ୍ରାମୀଣ ଭିତ୍ତିଭୂମିର ବିକାଶକୁ ତ୍ୱରାନ୍ୱିତ କରିବା ତଥା ଗ୍ରାମୀଣ ଜୀବନଧାରଣର ମାନ ବୃଦ୍ଧି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ “ବିକଶିତ ଗାଁ’ ବିକଶିତ ଓଡିଶା” ଯୋଜନାର ଶୁଭାରମ୍ଭ...