ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଅଧିକାରୀଙ୍କ ସହ ଆଲୋଚନା କରି… ଧାମନଗର,୪ା୫(ସନ୍ତୋଷ କୁମାର ମହାପାତ୍ର): ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଧାମନଗର ଅଞ୍ଚଳର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିବା ସହ ଅନ୍ୟ ପ୍ରସ୍ତାବିତ କାର୍ଯ୍ୟ ବିଷୟରେ ଉପସ୍ଥିତ ଅଧିକାରୀମାନଙ୍କ ସହ ସୋମବାର ସକାଳ ସମୟରେ ସମୀକ୍ଷା କରିଛନ୍ତି। ଏଥିସହ ନିର୍ମାଣାଧୀନ ପ୍ରକଳ୍ପକୁ…